Advertisment

ଡଲାର ଓ ବିଦେଶୀ ସାମଗ୍ରୀ ସଉକ; ଗିରଫ ଡ଼ାକ୍ତରଙ୍କ ଗୁମର ଫିଟୁଛି

ସିବିଆଇ ଚଢ଼ାଉବେଳେ ତାଙ୍କ ଘରୁ ଲକ୍ଷ ଲକ୍ଷ ଟଙ୍କାର ଦାମୀ ବିଦେଶୀ ମଦ ଓ ଦାମୀ ସିଗାରେଟ ମିଳିଥିଲା। ଏହାସହ ବିଛଣା ତଳୁ, ବାଥରୁମରୁ ପାଖାପାଖି କୋଟିଏ ଟଙ୍କା ସହ ବିପୁଳ ପରିମାଣର ବିଦେଶୀ ମୁଦ୍ରା ଜବତ କରାଯାଇଥିଲା।

Advertisment

ଲାଞ୍ଚ ଅଭିଯୋଗରେ ସିବିଆଇ ଦ୍ବାରା ଗିରଫ ହୋଇଥିବା ପାରାଦୀପ ବନ୍ଦର ସ୍ବାସ୍ଥ୍ୟ ସଂଗଠନର ଅଧିକାରୀ ଡାକ୍ତର ରାଜେନ୍ଦ୍ର ନାରାୟଣ ପାଣିଗ୍ରାହୀଙ୍କ  ଫିଟୁଛି କଳା କାରବାରର ଗୁମର । ଜାହାଜ କର୍ମଚାରୀଙ୍କ ସ୍ବାସ୍ଥ୍ୟ ଯାଞ୍ଚ ଲାଗି ଲାଞ୍ଚ ନେବା ବେଳେ ଧରାପଡ଼ିଥିଲେ ପାରାଦୀପ ବନ୍ଦର ସ୍ବାସ୍ଥ୍ୟ ଅଧିକାରୀ ଡ଼ାକ୍ତର ରାଜେନ୍ଦ୍ର ନାରାୟଣ ପାଣିଗ୍ରାହୀ। ସିବିଆଇ ଚଢ଼ାଉବେଳେ ତାଙ୍କ ଘରୁ ଲକ୍ଷ ଲକ୍ଷ ଟଙ୍କାର ଦାମୀ ବିଦେଶୀ ମଦ ଓ ଦାମୀ ସିଗାରେଟ ମିଳିଥିଲା। ଏହାସହ ବିଛଣା ତଳୁ, ବାଥରୁମରୁ ପାଖାପାଖି କୋଟିଏ ଟଙ୍କା ସହ ବିପୁଳ ପରିମାଣର ବିଦେଶୀ ମୁଦ୍ରା ଜବତ କରାଯାଇଥିଲା।

Advertisment
Paradeep Port Doctor Arrested Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe