ସିସୋର ଚିଟ୍‌ଫଣ୍ଡ: ବିଜେଡି ନେତା ପ୍ରଭାତ ବିଶ୍ୱାଳ ଓ ତାଙ୍କ ପତ୍ନୀଙ୍କ ନାଁରେ ଚାର୍ଜଫ୍ରେମ୍‌

ଚିଟଫଣ୍ଡ ମାମଲାରେ ନିଜକୁ ନିର୍ଦ୍ଦୋଷ ବୋଲି ଦାବି କରିବା ସହ ତାଙ୍କ ନାଁ ଚାର୍ଜସିଟରୁ ବାଦ୍ ଦେବା ଓ ଏଫଆଇଆର ଖାରଜ କରିବା ପାଇଁ ଶ୍ରୀ ବିଶ୍ୱାଳ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ।

Prabhat Biswal

ପ୍ରଭାତ ବିଶ୍ୱାଳ

Jitendra Garnayak
  • Published: Saturday, 23 September 2023
  • Updated: 23 September 2023, 07:29 PM IST

Sports

Latest News

ବହୁଚର୍ଚ୍ଚିତ ସିସୋର ଚିଟ୍‌ଫଣ୍ଡ ଦୁର୍ନୀତି ମାମଲାରେ କଟକ-ଚୌଦ୍ୱାରର ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଭାତ ରଞ୍ଜନ ବିଶ୍ୱାଳ ଓ ତାଙ୍କ ପତ୍ନୀ ଲକ୍ଷ୍ମୀବିଳାସିନୀ ବିଶ୍ୱାଳଙ୍କ ବିରୁଦ୍ଧରେ ଭୁବନେଶ୍ୱରର ସିବିଆଇ କୋର୍ଟ-୧ ବିଭିନ୍ନ ଦଫାରେ ଚାର୍ଜଫ୍ରେମ୍ କରିଛନ୍ତି । ଓଡ଼ିଶା ହାଇକୋର୍ଟ ଗତ ଏପ୍ରିଲ ମାସରେ ଶ୍ରୀ ବିଶ୍ୱାଳଙ୍କ ବିରୁଦ୍ଧରେ ୨ମାସ ମଧ୍ୟରେ ଚାର୍ଜଫ୍ରେମ୍ କରିବା ସହ ମାମଲାର ଶୁଣାଣି ବର୍ଷକ ମଧ୍ୟରେ ଶେଷ କରିବାକୁ ସିବିଆଇ କୋର୍ଟଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ମିଳିଥିବା ସୂଚନା ଅନୁସାରେ, ସିବିଆଇ କୋର୍ଟ-୧ ସିସୋର ଚିଟ୍‌ଫଣ୍ଡ ମାମଲାରେ ପ୍ରଭାତ ବିଶ୍ୱାଳ ଓ ତାଙ୍କ ପତ୍ନୀଙ୍କ ନାଁରେ ଆଇପିସିର ଧାରା -୪୨୦,୪୦୯,୪୬୭,୪୬୮,୪୭୧ ଓ ୧୨୦-ଖରେ ଚାର୍ଜ ଫ୍ରେମ୍ କରିଥିବା ଜଣାପଡ଼ିଛି । ସିସୋର ଚିଟଫଣ୍ଡ ଗ୍ରୁପ ସହ ଏକ ଜମି କିଣାବିକାକୁ ନେଇ ଶ୍ରୀ ବିଶ୍ୱାଳ ଓ ତାଙ୍କ ପତ୍ନୀ ୨୫ଲକ୍ଷ ଟଙ୍କା କାରବାର କରିଥିବାର ଅଭିଯୋଗ ହୋଇଥିଲା । ଚିଟଫଣ୍ଡ ମାମଲାରେ ନିଜକୁ ନିର୍ଦ୍ଦୋଷ ବୋଲି ଦାବି କରିବା ସହ ତାଙ୍କ ନାଁ ଚାର୍ଜସିଟରୁ ବାଦ୍ ଦେବା ଓ ଏଫଆଇଆର ଖାରଜ କରିବା ପାଇଁ ଶ୍ରୀ ବିଶ୍ୱାଳ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ । ହାଇକୋର୍ଟ ଗତ ଏପ୍ରିଲ ମାସରେ ସିବିଆଇ କୋର୍ଟକୁ ୨ମାସ ମଧ୍ୟରେ ଶ୍ରୀ ବିଶ୍ୱାଳଙ୍କ ବିରୁଦ୍ଧରେ ଚାର୍ଜ ଫ୍ରେମ୍ କରିବା ସହ ବର୍ଷକ ମଧ୍ୟରେ ମାମଲାର ଶୁଣାଣି ଶେଷ କରିବାକୁ ନିର୍ଦ୍ଦେଶ ଦେଇଥିଲେ ।

Also Read

ସିସୋର ଚିଟଫଣ୍ଡ ମାମଲାରେ ଶ୍ରୀ ବିଶ୍ୱାଳଙ୍କୁ ସିବିଆଇ ଗତ ୨୦୧୭ ସେପ୍ଟେମ୍ବର ୧୯ତାରିଖରେ ଗିରଫ କରିଥିଲା । ଶ୍ରୀ ବିଶ୍ୱାଳଙ୍କ ବିରୁଦ୍ଧରେ ମନି ଲଣ୍ଡ୍ରିଂ ଆକ୍ଟରେ ମାମଲା ରୁଜୁ କରି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଗତ ୨୦୨୨ ଜୁଲାଇ ମାସରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ତାଙ୍କର ପ୍ରାୟ ୩କୋଟି ୯୨ଲକ୍ଷ ଟଙ୍କାର ସମ୍ପତ୍ତି ବ୍ୟାଜ୍ୟାପ୍ତି କରିଥିଲେ । ଏଥିରେ କଟକସ୍ଥିତ ଷ୍ଟେଟବ୍ୟାଙ୍କ ଅଫ ଇଣ୍ଡିଆରେ ଥବା ୨୫ଲକ୍ଷ ଟଙ୍କା ସାମିଲ ଅଛି । ଶ୍ରୀ ବିଶ୍ୱାଳ ଏବେ ଜାମିନରେ ଅଛନ୍ତି ।

ସାଧାରଣ ନିର୍ବାଚନ ପୂର୍ବରୁ ବିଜେଡି ନେତା ଶ୍ରୀ ବିଶ୍ୱାଳଙ୍କ ବିରୁଦ୍ଧରେ ସିବିଆଇ କୋର୍ଟ ଚାର୍ଜଫ୍ରେମ କରି ତଦନ୍ତ ପ୍ରକ୍ରିୟାକୁ ଆଗେଇ ନେଉଥିବାରୁ ରାଜନୀତିକ ମହଲରେ ତା’ର ପ୍ରଭାବ ପରିଲକ୍ଷିତ ହୋଇଛି ।

ସୂଚନାଯୋଗ୍ୟ, ସିସୋର ଚିଟଫଣ୍ଡ କମ୍ପାନୀ ବିଭିନ୍ନ ସ୍କିମ ମାଧ୍ୟମରେ ଅଧିକ ଲାଭ ଦେବାର ପ୍ରଲୋଭନ ଦେଖାଇ ଲୋକଙ୍କଠୁ ପ୍ରାୟ ଏକ ହଜାର କୋଟି ଟଙ୍କା ସଂଗ୍ରହ କରିଥିଲା ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story