ଏ ହେଉଛନ୍ତି ମାନବାଧିକାର କର୍ମୀ ପିନାକ ପାଣି ମହାନ୍ତି । କଟକ ଜିଲ୍ଲାର ଏହି ସାମାଜିକ କର୍ମୀଙ୍କ ପିଟିସନ୍ ପାଇଁ ସୁପ୍ରିମକୋର୍ଟ ଗତ ବର୍ଷ ମାର୍ଚ୍ଚ 29ରେ ଏକ ଉଲ୍ଲେଖନୀୟ ରାୟ ଦେଇ ସାହାର ଗ୍ରୁପର ଲକ୍ଷାଧିକ କ୍ଷୁଦ୍ର ଜମାକାରୀଙ୍କୁ ଟଙ୍କା ଫେରାଇବାକୁ ନିର୍ଦ୍ଦେଶ ଦେଇଥିଲେ। ଏବେ ସେ ଓଡ଼ିଶାର ପୂର୍ବତନ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ହତ୍ୟାର ସିବିଆଇ ତଦନ୍ତ ପାଇଁ ସୁପ୍ରିମକୋର୍ଟରେ ଆବେଦନ କରି ନିଜେ ପକ୍ଷ ରଖିଛନ୍ତି। ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
୬ ମାସ ଶିଶୁପୁତ୍ରର ସନ୍ଦେହଜନକ ମୃତ୍ୟୁ; ବାପାମା’ ହତ୍ୟା କରିଥିବା ଅଭିଯୋଗ
ଶିଶୁଟିକୁ ତାର ବାପାମା’ ହତ୍ୟା କରିଥିବା ଅଭିଯୋଗ ଆଣି ଥାନାରେ ଦ୍ୱାରସ୍ଥ ହୋଇଛନ୍ତି ଗ୍ରାମବାସୀ।
Crime
କେରଳରୁ ବନ୍ଧା ହେଲେ ଅଭିଯୁକ୍ତ, ବର୍ଷେ ତଳେ ପତ୍ନୀଙ୍କୁ ହାଣି ଫେରାର ହୋଇଥିଲେ
ବର୍ଷେ ତଳେ ବ୍ରହ୍ମପୁର ସହରରେ ଅତି ନିର୍ମମ ଭାବେ ପତ୍ନୀଙ୍କୁ ହତ୍ୟା କରିଥିଲେ। ଏହାପରେ ଫେରାର ହୋଇ ଯାଇଥିଲେ ଅଭିଯୁକ୍ତ। ମାତ୍ର ବର୍ଷେ ପରେ ପୁଲିସ୍ ଜାଲରେ ପଡ଼ିଛନ୍ତି ଅଭିଯୁକ୍ତ।
Crime
କୋଟିପତି ଉପଜିଲ୍ଲାପାଳଙ୍କୁ ବାନ୍ଧିଲା ଭିଜିଲାନ୍ସ
ଗତକାଲି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଥିଲା
Crime
ବିବାହକୁ ୬ ମାସ ପୂରିନି; ଯୌତୁକ ଜୁଇରେ ଜଳିଲେ ନବବଧୂ
ଝିଅକୁ ଯୋଜନାବଦ୍ଧ ଭାବେ ବିଷ ପିଆଇ ଶ୍ୱଶୁର ଘର ଲୋକେ ହତ୍ୟା କରିଥିବା ଅଞ୍ଜଳିଙ୍କ ମା’ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।
Crime
ପୁଅ ମାଡ଼ରେ ଗଲା ମା’ର ଜୀବନ; ୨୦ ଘଣ୍ଟା ହେଲା ପଡ଼ିଛି ମୃତଦେହ
ପୁଲିସ ଅଭିଯୁକ୍ତ ପୁଅକୁ ନେଇ ଅଟକ ରଖିବା ସହ ଘଟଣା ସଂପର୍କରେ ପଚରାଉଚରା କରିଛି।