ବରଗଡ଼: ଚିଟ୍ଫଣ୍ଡ ସଂସ୍ଥା ସମୃଦ୍ଧ ଜୀବନ ଠକେଇ ମାମଲାର ତଦନ୍ତ ପାଇଁ ଶନିବାର ବରଗଡ଼ ଜିଲ୍ଲାରେ ସିବିଆଇ ଟିମ୍ ତନାଘନା କରିଛି। ଆଜି ସିବିଆଇର ଜଣେ ଉଚ୍ଚପଦସ୍ଥ କର୍ମଚାରୀ ଏ.କେ ମିଶ୍ରଙ୍କ ନେତୃତ୍ତ୍ୱରେ ଏକ ଦୁଇ ଜଣିଆ ଟିମ୍ ଟାଉନ୍ ଥାନା ଆଇଆଇସିଙ୍କୁ ଭେଟି ମାମଲା ସମ୍ପର୍କରେ ପଚରାଉଚରା କରିଛନ୍ତି।
ସୂଚନାଯୋଗ୍ୟ, ଏହି ସଂସ୍ଥା ବିଭିନ୍ନ ମନଲୋଭା ସ୍କିମ୍ କରି ବରଗଡରୁ କୋଟି କୋଟି ଟଙ୍କା ଠକି ନେଇଥିବା ନେଇ ୨୦୧୩ରେ ଥାନାରେ ଅଭିଯୋଗ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।