ଗର୍ଭବତୀ କର୍ମଚାରୀଙ୍କୁ ମେଡିକାଲ ଛାଡ଼ିଲେନି ସିଡିପିଓ; ଜନ୍ମ ପୂର୍ବରୁ ଆଖି ବୁଜିଲା ଛୁଆ

ଅଫିସରେ ଗର୍ଭ ଯନ୍ତ୍ରଣାରେ ଛଟପଟ ହେଲେ ମହିଳା କର୍ମଚାରୀ ଜଣକ ଓ ଶେଷରେ ଗର୍ଭରେ ହିଁ ଚାଲିଗଲା ନିଷ୍ପାପ ଶିଶୁର ଜୀବନ।

Torture in Office

ଗର୍ଭ ଯନ୍ତ୍ରଣାରେ ଛଟପଟ ହେଉଥିବା ବର୍ଷା। ସିଡିପିଓ ।

Niharika Rout
  • Published: Tuesday, 29 October 2024
  • Updated: 29 October 2024, 12:28 PM IST

Sports

Latest News

ନିଷ୍ଠୁର ହୋଇଗଲେ ସିଡିପିଓ। ମହିଳା ହୋଇ ବି ଜାଣି ପାରିଲେନି ଅନ୍ୟ ଜଣେ ଗର୍ଭବତୀ ମହିଳାଙ୍କ ଯନ୍ତ୍ରଣା। ଗର୍ଭ ଯନ୍ତ୍ରଣାରେ ଛଟପଟ ମହିଳାଙ୍କ କଷ୍ଟ ଦେଖି ତାଙ୍କ ହୃଦୟ ତରଳିଲା ନାହିଁ। ଆଉ ନିଜ ପଦ ତଥା କ୍ଷମତାର ଅପବ୍ୟବହାର କରି ନିଜର ଜଣେ ଅଧୀନସ୍ଥ ଗର୍ଭବତୀ ମହିଳା କର୍ମଚାରୀଙ୍କୁ ମେଡିକାଲ ଯିବାକୁ ଅନୁମତି ଦେଲେନି।

ଫଳରେ ଅଫିସରେ ଗର୍ଭ ଯନ୍ତ୍ରଣାରେ ଛଟପଟ ହେଲେ ମହିଳା କର୍ମଚାରୀ ଜଣକ ଓ ଶେଷରେ ଗର୍ଭରେ ହିଁ ଚାଲିଗଲା ନିଷ୍ପାପ ଶିଶୁର ଜୀବନ। ଏଭଳି ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରାପଡା ଜିଲ୍ଲା ଡେରାବିଶ ବ୍ଲକ ମହିଳା ଓ ଶିଶୁ ବିକାଶ ବିଭାଗରେ।

ଏଠାରେ କାର୍ଯ୍ୟରତ କିରାଣୀ ବର୍ଷା ପ୍ରିୟଦର୍ଶିନୀ ମହାପାତ୍ର ୭ ମାସର ଗର୍ଭବତୀ ଥିଲେ। ମାତ୍ର ସେ ନିୟମିତ କାର୍ଯ୍ୟାଳୟ ଆସି କାମ କରୁଥିଲେ। ଗତ ୨୫ ତାରିଖରେ ସେ କାର୍ଯ୍ୟାଳୟରେ ଥିବାବେଳେ ଗର୍ଭ ଯନ୍ତ୍ରଣା ଆରମ୍ଭ ହୋଇଥିଲା। ତାଙ୍କୁ ତୁରନ୍ତ ଡାକ୍ତରଖାନା ନେବାକୁ ବର୍ଷା ବିଭାଗୀୟ ଅଧିକାରୀ ତଥା CDPO ସ୍ନେହଲତା ସାହୁଙ୍କୁ ନିବେଦନ କରିଥିଲେ। କିନ୍ତୁ ସିଡିପିଓ ତାଙ୍କୁ ମେଡିକାଲ ନ ଛାଡ଼ି ବରଂ ଖରାପ ବ୍ୟବହାର ପ୍ରଦର୍ଶନ କରିଥିବା ଓ ଗାଳିଗୁଲଜ କରିଥିବା ଅଭିଯୋଗ କରିଛନ୍ତି ବର୍ଷା।

Also Read

ଅତ୍ୟଧିକ ଗର୍ଭଯନ୍ତ୍ରଣା ଯୋଗୁଁ ବର୍ଷା ଅସୁସ୍ଥ ହୋଇ ପଡ଼ିବାରୁ ଖବର ପାଇ ତାଙ୍କ ପରିବାର ଲୋକେ ଗୁରୁତର ଅବସ୍ଥାରେ ତାଙ୍କୁ ଏକ ଘରୋଇ ହସ୍ପିଟାଲକୁ ନେଇଥିଲେ। ସେତେବେଳକୁ ବହୁ ବିଳମ୍ବ ହୋଇ ଯାଇଥିଲା ଓ ତାଙ୍କ ଗର୍ଭରେ ଥିବା ଶିଶୁର ମୃତ୍ୟୁ ଘଟିଥିବା ଡାକ୍ତର କହିଥିଲେ। ଏହାପରେ ବର୍ଷା ଜିଲ୍ଲାପାଳ ଓ ଏସପିଙ୍କୁ ଲିଖିତ ଅଭିଯୋଗ କରିବା ସହ ଉଚ୍ଚସ୍ତରୀୟ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି।

ବର୍ଷା କହିଛନ୍ତି, ବେଆଇନ କାମ କରିବାକୁ ମୋ’ ଉପରେ ଚାପ ପକାଉଥିଲେ। ମୁଁ ସେଥିରେ ରାଜି ହେଉ ନ ଥିବାରୁ ସେ ମୋତେ ଟାର୍ଗେଟ କରି ମୋ’ ଉପରେ ରାଗ ରଖୁଥିଲେ। ଆଉ ଘଟଣା ଦିନ ମୁଁ ଯନ୍ତ୍ରଣାରେ ଛଟପଟ ହେଉଥିବା ବେଳେ ସେ ମୋତେ ମେଡିକାଲ ଛାଡ଼ିଲେନାହିଁ। ତେଣୁ ସେ ହିଁ ମୋ’ ଛୁଆର ହତ୍ୟାକାରୀ। ତେଣୁ ସିଡିପିଓଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି ବର୍ଷା। ଏନେଇ ସିଡିପିଓଙ୍କ ମତାମତ ମିଳି ପାରିନି। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story