ରାଜ୍ୟର ସବୁଠାରୁ ବଡ଼ ତଦନ୍ତକାରୀ ଏଜେନ୍ସି କ୍ରାଇମବ୍ରାଞ୍ଚ। ଏହା ଉପରେ ଖୋଦ ସରକାରଙ୍କର ଭରସା ନାହିଁ। ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡ ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତର ତଦାରଖ କରିବାକୁ ହାଇକୋର୍ଟଙ୍କୁ ଅନୁରୋଧ କରିଛନ୍ତି ନବୀନ ସରକାର। ସିଟିଂ ଜଜ୍, ରିଟାୟାର୍ଡ ଜଜ୍ କିମ୍ବା ଜିଲ୍ଲା ଜଜ୍ ତଦାରଖ କରିବାକୁ ଅନୁରୋଧ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଜନ୍ମଦିନରେ ମୋବାଇଲ ଗିଫ୍ଟ ଦେବାକୁ ମନା କଲେ ମାଆ; ଜୀବନ ହାରିଲେ ନାବାଳକ
ଆର୍ଥିକ ଅସୁବିଧା କାରଣରୁ ପୁଅକୁ ମୋବାଇଲ କିଣିଦେବାକୁ ମନା କରିଥିଲେ ମାଆ।
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।
Crime
ମାରାଥନ୍ କାର୍ଯ୍ୟକ୍ରମ ବେଳେ ଫୁଟିଲା ଗୁଳି; ଯୁବକ ଗୁରୁତର
ତେବେ କିଏ ଓ କାହିଁକି ଯୁବକଙ୍କୁ ଗୁଳିମାଡ଼ କଲା ତାର କାରଣ ଅସ୍ପଷ୍ଟ ରହିଛି।