Advertisment

ପାରାଦୀପ ପୋର୍ଟରେ ଅଟକ ରହିଛି ଚୀନ୍ ଜାହାଜ

ଗତକାଲି ଜର୍ଜିଆରୁ ଆମୋନିୟମ ନାଇଟ୍ରେଟ୍ ନେଇ ପାରାଦୀପ ଆସିଥିଲା MV ZHE HAI- 505 ନାମକ ଚୀନ୍ ଜାହାଜ।

ship detention

ship detention

Advertisment

ପାରାଦୀପ ପୋର୍ଟରେ ଅଟକ ରହିଛି ଚୀନ୍ ଜାହାଜ। ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶରେ ଅଟକ ରଖିଛନ୍ତି କୁଜଙ୍ଗ ସବଜଜ୍। ଗତକାଲି ଜର୍ଜିଆରୁ ଆମୋନିୟମ ନାଇଟ୍ରେଟ୍ ନେଇ ପାରାଦୀପ ଆସିଥିଲା MV ZHE HAI- 505 ନାମକ ଚୀନ୍ ଜାହାଜ।

Advertisment

ଏହି ଚୀନ ଜାହାଜର ମାଲିକ ଓଡ଼ିଶାର ଏକ କମ୍ପାନୀରୁ ପ୍ରାୟ କୋଟିଏ ଟଙ୍କା ବକେୟା ଦେଇ ନଥିବା ଅଭିଯୋଗ ରହିଛି। ଏନେଇ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛି କମ୍ପାନୀ। ଗତକାଲି ଏହି ଜାହାଜଟି ପାରାଦୀପ ବନ୍ଦରର NOJ ବର୍ଥରେ ଲାଗିବା ପରେ ଅଟକ ରଖିଥିଲେ କୁଜଙ୍ଗ ସବଜଜ୍। କୋର୍ଟଙ୍କ ଆଦେଶ ନ ଆସିବା ଯାଏ ପାରାଦୀପ ବନ୍ଦରରେ ଜାହାଜ ଅଟକି ରହିବ ବୋଲି ସୂଚନା ରହିଛି।

ସୂଚନାଯୋଗ୍ୟ, କିଛି ମାସ ପୂର୍ବରୁ ପାରାଦୀପ ପୋର୍ଟରୁ ଏକ ବିଦେଶୀ ଜାହାଜରୁ କୋକେନ ଜବତ ହେବା ପରେ ୮ ମାସ ହେବ ଅଟକି ରହିଛି ଏହି ଜାହାଜ।

Advertisment
Pradeep Port
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe