କଟକ: ଚିଟଫଣ୍ଡ ସଂସ୍ଥା ଜିଏଲପି ଡେଭଲପର୍ସର ଲିମିଟେଡ୍ ଗ୍ରୁପର ସମ୍ପତ୍ତି ବାଜ୍ୟାପ୍ତି ପାଇଁ କଟକ ସ୍ୱତନ୍ତ୍ର ଚିଟଫଣ୍ଡ କୋର୍ଟଙ୍କ ନିର୍ଦ୍ଦେଶ। ସଂସ୍ଥାର ୮୭ କୋଟି ୪୮ ଲକ୍ଷ ୪୭ ହଜାର ଟଙ୍କ।ର ସ୍ଥାବର ଅସ୍ଥାବର ସମ୍ପତ୍ତି ବାଜ୍ୟାପ୍ତି କରି ପବ୍ଲିକ ଅକ୍ସନ ଜରିଆରେ ବିକ୍ରି କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
ଏହି ସମ୍ପତ୍ତି ମଧ୍ୟରେ କମ୍ପାନୀର ବିଭିନ୍ନ ସ୍ଥାନରେ ଥିବା ୫୨ ଏକର ୫୭୫ ଡିସିମିଲ୍ ଜମି ରହିଛି। ଯାହାର ଆନୁମାନିକ ମୂଲ୍ୟ ୨ କୋଟି ୮୬ ଲକ୍ଷ ହେବ। ତା’ଛଡ଼ା ବିଭିନ୍ନ ବ୍ୟାଙ୍କରେ କମ୍ପାନୀର ୮୪ କୋଟି ୫୮ ଲକ୍ଷ ୫୦ ହଜାର ଟଙ୍କ। ଏବଂ ଜବତ କରାଯାଇଥିବା ୩ ଲକ୍ଷ ୬୧ ହଜାର ୮୭୦ ଟଙ୍କ। ରହିଛି। ଚିଟଫଣ୍ଡ ମାମଲାରେ କ୍ଷମତାପ୍ରାପ୍ତ ଅଧିକାରୀ କଟକ ଏଡିଏମଡି ଆବେଦନର ଶୁଣାଣି କରି କୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ପବ୍ଲିକ ଅକ୍ସନ ଜରିଆରେ ବ୍ୟାଜାପ୍ତି ସମ୍ପତ୍ତି ବିକ୍ରି ପରେ ସେହି ଟଙ୍କ। କ୍ଷତିଗ୍ରସ୍ତ ଜମାକାରୀଙ୍କୁ ଫେରସ୍ତ ଦିଆଯିବ ବୋଲି କୋର୍ଟ ନିର୍ଦ୍ଦେଶରେ ସ୍ପଷ୍ଟ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସରକାରୀ ଯନ୍ତ୍ରିକ କଲେଜ ଛାତ୍ରୀଙ୍କୁ ଦୁଷ୍କର୍ମ ଉଦ୍ୟମ! ଅଧ୍ୟାପକ ଅଟକ
ଛାତ୍ରୀଙ୍କୁ ଏକୁଟିଆ ପାଇଁ ଅଧ୍ୟାପକ ଜଣକ ଦୁର୍ବ୍ୟବହାର କରିଥିଲେ। ତାଙ୍କ ଶରୀରରେ ହାତ ମାରିଥିଲେ। ଦୁଷ୍କର୍ମ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଯେଉଁଥିପାଇଁ ସିପ୍ରା ତାଙ୍କଠାରୁ ଦୌଡ଼ି ପଳାଇ ଆସିଥିଲେ।
Crime
ପ୍ରେମ ପକ୍ଷୀଙ୍କୁ ବିଷ ପିଆଇଲେ, ତଣ୍ଟି ଚିପି ମାରିଦେଲେ ଝିଅ ଘର ଲୋକ
ଯେଉଁ ପରିବାରକୁ ପ୍ରେମ ପକ୍ଷୀ ଏତେ ଭଲ ପାଉଥିଲେ, ଶେଷରେ ସେଇମାନେ ହିଁ ଉଭୟଙ୍କ ଜୀବନ ନେଇ ଗଲେ। ପ୍ରେମ ପକ୍ଷୀଙ୍କୁ ଅତ୍ୟନ୍ତ ନିର୍ମମ ଭାବେ ହତ୍ୟା କରି ଏହାକୁ ଆତ୍ମହତ୍ୟାର ରୂପ ଦେବାକୁ ଚେଷ୍ଟ କରିଛନ୍ତି ଝିଅ ଘର ଲୋକ।
Crime
ଥାନାଠାରୁ ପ୍ରାୟ ୧୦୦ ମିଟର ଦୂରରେ ଯୁବତୀଙ୍କୁ ଛୁରା ମାଡ଼
ଆଜି ସନ୍ଧ୍ୟା ପ୍ରାୟ ସାଢ଼େ ୮ଟା ହେବ। ଚୌଧୁରୀ ବଜାର ଅଞ୍ଚଳର ଯୁବତୀ ପୁରୀ ଘାଟ ଥାନାଠାରୁ ଅଳ୍ପ ଦୂର ମାଣିକ ବଜାରରେ ଛିଡ଼ା ହୋଇଥିଲେ। ଠିକ୍ ସେତିକି ବେଳେ ଜଣେ ଯୁବକ ଆସି ତାଙ୍କୁ ଅତର୍କିତ ଆକ୍ରମଣ କରିଥିଲେ।
Crime
ହତ୍ୟା ମାମଲାରେ ନିର୍ଦ୍ଦୋଷରେ ଖଲାସ ହେଲେ ବିଧାୟକ ଇରାଶିଷ ଆଚାର୍ଯ୍ୟ
୨୦୧୮ରେ ଘଟିଥିଲା ବହୁଚର୍ଚ୍ଚିତ ନାରାୟଣ ସତନାମୀ ହତ୍ୟାକାଣ୍ଡ। ଇରଶିଷଙ୍କ ସମେତ ଅନ୍ୟ ୩ ଜଣଙ୍କ ନାମରେ ରୁଜୁ ହୋଇଥିଲା ମାମଲା।
Crime
ଜେଜେମାଆ-ନାତୁଣୀଙ୍କୁ ଲୁଟିଲେ, ରାସ୍ତା ପାର୍ଶ୍ୱକୁ ଫିଙ୍ଗିଦେଲେ
ରାତି ପ୍ରାୟ ସାଢ଼େ ୧୦ଟା ବେଳେ ଛତ୍ରପୁର ମେଡ଼ିକାଲ୍ରୁ କୁନ୍ତଳାଙ୍କ ପରିବାର ଲୋକଙ୍କ ପାଖକୁ ଫୋନ୍ କଲ ଆସିଥିଲା। କୁନ୍ତଳା ଓ ସ୍ୱିଟି ମେଡିକାଲ୍ରେ ଭର୍ତ୍ତି ହୋଇଛନ୍ତି ଏବଂ ସେମାନଙ୍କ ଚେତା ଫେରୁନି ବୋଲି ସୂଚନା ଦିଆଯାଇଥିଲା।