କଟକ: ଓସ୍କାର ଚିଟଫଣ୍ଡ ସଂସ୍ଥାର ଅନ୍ୟତମ ନିଦ୍ଦେର୍ଶକ ତାରା ହୋତାଙ୍କୁ ଆଜି କଟକ ସ୍ୱତନ୍ତ୍ର ଚିଟଫଣ୍ଡ ଅଦାଲତରେ ହାଜର କରାଯାଇଛି। ୩ ଦିନିଆ ରିମାଣ୍ଡ ଅବଧି ଶେଷ ହେବା ପରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା ତାରାଙ୍କୁ ଅଦାଲତରେ ହାଜର କରିଥିଲା। ପୁର୍ନବାର ରିମାଣ୍ଡ ପାଇଁ କ୍ରାଇମବ୍ରାଞ୍ଚ ଇଓଡ଼ବ୍ଲୁ ପକ୍ଷରୁ କୌଣସି ଆବେଦନ କରାଯାଇ ନ ଥିବାରୁ ତାଙ୍କୁ ଚୌଦ୍ୱାର ଜେଲ ହାଜତକୁ ପଠାଇ ଦିଆଯାଇଛି। ତାରାଙ୍କୁ ଆସନ୍ତା ୨୮ ତାରିଖରେ ପୁର୍ନବାର ସ୍ୱତନ୍ତ୍ର ଚିଟଫଣ୍ଡ ଅଦାଲତରେ ହାଜର କରାଯିବ। ଅନ୍ୟପଟେ ସଂସ୍ଥାର ମୁଖ୍ୟ ପ୍ରଭାସ ରାଉତଙ୍କ ରିମାଣ୍ଡ ଅବଧି ଶେଷ ହେବାପରେ ଆସନ୍ତା ୨୦ ତାରିଖରେ ତାଙ୍କୁ ଅଦାଲତରେ ହାଜର କରାଯିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।