ଚିଟ୍ଫଣ୍ଡ ସଂସ୍ଥା ସୂର୍ଯ୍ୟ ନିର୍ମାଣ ରିସୋରସେସ୍ ପ୍ରାଇଭେଟ୍ ଲିମିଟେଡ୍ର ସମ୍ପତ୍ତି ବ୍ୟାଜପ୍ତି ପାଇଁ ନିର୍ଦ୍ଦେଶ ହୋଇଛି। ସଂସ୍ଥାର ମୋଟ୍ ୨ କୋଟି ୭ ଲକ୍ଷ ୮୫ ହଜାର ୩୪୯ ଟଙ୍କାର ସମ୍ପତ୍ତି ବ୍ୟାଜପ୍ତି ନିର୍ଦ୍ଦେଶ ଦେଲେ କଟକ ସ୍ୱତନ୍ତ୍ର ଚିଟଫଣ୍ଡ କୋର୍ଟ।
Also Read
ସଂସ୍ଥା ନାଁରେ ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାରେ ଥିବା ୧୭ ଏକର ୪୬ ଡିସିମିଲ୍ ରହିଛି। ସେହି ସମ୍ପତ୍ତିକୁ ନିଲାମ ଜରିଆରେ ବିକ୍ରି କରି ବିକ୍ରିଲବ୍ଧ ଅର୍ଥ ଜମାକାରୀଙ୍କ ମଧ୍ୟରେ ବାଣ୍ଟିଦେବାକୁ କୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ ମିଶାଇ କଟକ ଚିଟଫଣ୍ଡ କୋର୍ଟ ମୋଟ ୨୫ଟି କମ୍ପାନୀର ସମ୍ପତ୍ତି ବ୍ୟାଜପ୍ତି ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ସୂଚନା ଦେଇଛନ୍ତି ସରକାରୀ ଓକିଲ ସୁବ୍ରତ କୁମାର ମହାନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
Crime
ହଂସିତା-ଅନୀଲ୍ଙ୍କ ଠକାମିର ପୋଲ୍ ଖୋଲିଲେ ତାଙ୍କ ପୂର୍ବତନ କର୍ମଚାରୀ!
ହଂସିତା-ଅନୀଲଙ୍କ ଅଫିସ୍ରେ କାମ କରୁଥିବା ପୂର୍ବତନ କର୍ମଚାରୀ Mr X ପୁଲିସ୍କୁ ଦେଇଥିବା ବୟାନରେ ଲେଖିଛନ୍ତି, ଦୁଇ ବର୍ଷ ତଳେ କଟକରେ ଅନୀଲ ମହାନ୍ତିଙ୍କ ଜନ୍ମଦିନ ପାର୍ଟିରେ ହଂସିତା ଅଭିଲିପ୍ସାଙ୍କ ସହିତ ମୋର ଦେଖା ହୋଇଥିଲା।
Crime
ନିଜ ନିଜ ଘରେ ଝୁଲି ପଡ଼ିଲେ ପ୍ରେମୀ ଯୁଗଳ!
ବାଙ୍କୀ ଥାନା ଅନ୍ତର୍ଗତ ଅନୁଆରୀ ପଞ୍ଚାୟତ କୁରୁମଚଇନି ଗାଁର ରଞ୍ଜନ ସେଠ ବାଇଗଣୀ ଗ୍ରାମ କଲ୍ୟାଣୀ ମାଝୀଙ୍କୁ ପ୍ରେମ କରୁଥିଲେ। କଲ୍ୟାଣୀ ମଧ୍ୟ ରଞ୍ଜନଙ୍କୁ ଭଲ ପାଉଥିଲେ। ଉଭୟ ବାହା ହେବା ପାଇଁ କେତେ ସପନ ଦେଖୁଥିଲେ।
Crime
କାଲି ଘରୁ ବାହାରିଥିଲା ପୁଅ, ଆଜି ମିଳିଲା ମୃତଦେହ
କାଲି ରାତିରେ ଘରୁ ବାହାରିଥିଲେ ଯୁବକ। ହେଲେ ଆଉ ଘରକୁ ଫେରିଲେ ନାହିଁ। ଆଜି ସକାଳୁ ଗାଁ ନିକଟରୁ ମିଳିଲା ତାଙ୍କ ରକ୍ତାକ୍ତ ମୃତଦେହ ।