ରାଉରକେଲା: ଚିଟ୍ଫଣ୍ଡ ଠକେଇ ଅଭିଯୋଗରେ ସିସୋର ଚିଟଫଣ୍ଡ କମ୍ପାନୀର ମୁଖ୍ୟ ପ୍ରଶାନ୍ତ ଦାସଙ୍କ ପତ୍ନୀ ଜ୍ୟୋତିରାଣୀ ଷଡଙ୍ଗୀଙ୍କୁ ରାଉରକେଲା ଏସଡିଜେଏମ୍ କୋର୍ଟ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି। ୯୦ଟଙ୍କା ଠକେଇ ଅଭିଯୋଗରେ ଗତ ୭ ତାରିଖ ଦିନ ଜ୍ୟୋତିରାଣୀଙ୍କୁ ପୋଲିସ୍ ଗିରଫ କରିଥିଲା। ପୂର୍ବରୁ ତାଙ୍କୁ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ଦେଇଥିଲେ ଓ ନିର୍ଦ୍ଧାରିତ ତାରିଖ ମଧ୍ୟରେ ତଳକୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
୮ ବର୍ଷ ତଳେ ଗିରଫ ହୋଇଥିଲେ, ତଥାପି ସୁଧୁରିଲେନି; ପୁଣି ଲାଞ୍ଚ ନେଇ ବନ୍ଧା ହେଲେ
ଲାଞ୍ଚ ନେଇ ଧରାପଡ଼ିବା ପରେ ଏଆରଆଇ ଶ୍ରୀ ବେହେରାଙ୍କ ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।
Crime
ମିଛ ଚିଠି ଦେଖାଇଥିଲେ, ଭାଙ୍ଗିପାରେ ବୈକୁଣ୍ଠଧାମ ଆଶ୍ରମ
ଭୁବନେଶ୍ୱର ଘାଟିକିଆ ମୌଜାର ଖାତା ନଂ 2333ର ପ୍ଲଟ ନଂ 1215 ଉପରେଥିବା ବୈକୁଣ୍ଠ ଧାମ ଆଶ୍ରମର ନିର୍ମାଣ ହୋଇଛି। ଏହା ଉପରେ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାକୁ ଗତ ନଭେମ୍ବର ମାସ 21 ତାରିଖରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଜାରୀ କରିଥିଲେ।
Crime
୩ ପ୍ରେମିକ ଭଲ ପାଉଥିଲେ; ବାହା ହେବା ପାଇଁ ମନା କରିବାରୁ ମାରି ଝୁଲାଇ ଦେଲେ!
ଜେମାଙ୍କଠାରୁ ପ୍ରତ୍ୟାଖିତ ହେବା ପରେ ଏକ ତରଫା ପ୍ରେମିକମାନେ ଚିନ୍ତାରେ ପଡ଼ିଯାଇଥିଲେ। ପ୍ରତିଶୋଧ ପରାୟଣା ହୋପଡ଼ିଥିଲେ। ଜେମାଙ୍କୁ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ। ଆଜି ଅପରାହ୍ନରେ ଜେମାଙ୍କୁ ହତ୍ୟା କରି ଗାଁ ମୁଣ୍ଡ ଗଛରେ ଥିବା ଏକ ଗଛରେ ଝୁଲାଇ ଦେଲେ।
Crime
ଅନ୍ତରଙ୍ଗ ମୁହୂର୍ତ୍ତ ଫଟୋ ଭାଇରାଲ୍ କଲେ ପ୍ରେମିକ; ଝୁଲି ପଡ଼ିଲେ ପ୍ରେମିକା
ପରବର୍ତ୍ତୀ ସମୟରେ ଭାନୁ ବିବାହ ପାଇଁ ରାଜି ହୋଇନଥିଲେ। ଯେଉଁଥିପାଇଁ ଚିନ୍ତାରେ ପଡ଼ି ଯାଇଥିଲେ ଅନୀଲ୍। ଆଉ ନିଜ ପାଖରେ ଥିବା ଭାନୁଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋକୁ ସୋଶାଲ୍ ମିଡିଆରେ ଭାଇରାଲ କରି ଦେଇଥିଲେ।
Crime
ରାଜଧାନୀ ମର୍ଡର ମାମଲାରେ ୨ ମହିଳାଙ୍କ ସହ ୫ ଗିରଫ
କେଦାରପଲ୍ଲୀ ବସ୍ତିରେ ସହଦେବ ନାୟକ ଘର। ବୁଧବାର ସକାଳ ପ୍ରାୟ ୮ଟା ବେଳେ ସେ ସ୍କୁଟିରେ ଯାଉଥିବା ବେଳେ ଆକ୍ରମଣ ହୋଇଥିଲା। କେଦାରପଲ୍ଲୀ ଲକ୍ଷ୍ମୀଧର ନାୟକ ଓରଫ ମଣ୍ଟି ଓ ତାଙ୍କର ସହଯୋଗୀ ଖୋର୍ଦ୍ଧା ଜିଲ୍ଲାର ରକି ନାୟକ ଆକ୍ରମଣ କରିଥିଲା।