କଟକ: ବଡ଼ପଦା ନିକଟ ଏକ ବିଲରୁ ମୁମୂର୍ଷୁ ଅବସ୍ଥାରେ ଜଣେ ଅଣଓଡ଼ିଆ ମହିଳାଙ୍କୁ ଉଦ୍ଧାର କରାଯାଇଛି । ଏହି ଘଟଣାର ତଦନ୍ତ କମିଶନରେଟ୍ ପୋଲିସ ଚଳାଇଛି। ଜଣେ ଏସିପିଙ୍କୁ ଘଟଣାର ତଦନ୍ତ ଦାୟିତ୍ୱ ଦିଆଯାଇଛି ଓ ମହିଳାଙ୍କ ବୟାନ ରେକର୍ଡ ହୋଇଛି। ତେବେ ମହିଳାଙ୍କ ମାନସିକ ଅବସ୍ଥା ଠିକ୍ ନ ଥିବାରୁ ତାଙ୍କୁ ଏସିବି ମାନସିକ ରୋଗ ଚିକିତ୍ସା ବିଭାଗରେ ଭର୍ତ୍ତି କରାଯାଇଛି। କଥାବାର୍ତ୍ତାରୁ ସେ କର୍ଣ୍ଣାଟକର ହୋଇଥିବା ଅନୁମାନ କରାଯାଉଛି। କିଛି ଲୋକ ମାଡ଼ ମାରି ସମ୍ପୃକ୍ତ ମହିଳାଙ୍କୁ ଚଳନ୍ତା ଟ୍ରେନରୁ ଠେଲି ଦେଇଥିବା ସନ୍ଦେହ କରାଯାଉଛି। ଘଟଣା ସମ୍ପର୍କରେ ବିଡ଼ାନାସୀ ଓ ଚୌଦ୍ୱାର ଥାନାରେ ମହିଳାଙ୍କୁ ଉଦ୍ଧାର କରିଥିବା ସ୍ୱେଚ୍ଛାସେବୀ ଅନୁଷ୍ଠାନ ବସୁନ୍ଧରା ପକ୍ଷରୁ ଏତଲା ଦିଆଯାଇଛି। ତେବେ ମହିଳାଙ୍କୁ ଦୁଷ୍କର୍ମ ହୋଇଥିବା ନେଇ ମହିଳା ଜଣକ ବୟାନରେ କହି ନ ଥିବା କଟକ ଡିସିପି କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଳିଆ ପକାଇବାକୁ ନେଇ ତୁମୁଳକାଣ୍ଡ, ୩ ଗୁରୁତର
ଅଳିଆ ପକାଇବାକୁ ନେଇ ଦୁଇ ଗାଁ ଲୋକ ହାତାହାତି ହେବା ସହ ଟେକା ପଥର ମାଡ ହୋଇଥିଲା।
Crime
ଭାଣିଜୀ ପ୍ରେମ ବିବାହ କଲା ବୋଲି ଭୋଜିରେ ବିଷ ମିଶାଇଦେଲା ମାମୁ
ଉପସ୍ଥିତ ଲୋକେ ଅଭିଯୁକ୍ତ ମାମୁକୁ ଅଟକାଇବାକୁ ଚେଷ୍ଟା କରିଥିଲେ ବି ସେ ଖସି ପଳାଇଛି।
Crime
ବ୍ରାଉନ୍ସୁଗର ପାଇଁ ମର୍ଡର! ମହିଳା ମାଷ୍ଟରମାଇଣ୍ଡ ସମେତ ୩ ଗିରଫ
ଜେଲ୍ରୁ ବାହାରିବା ପରେ ପ୍ରତିଶୋଧ ପରାୟଣା ହୋଇପଡ଼ିଥିଲେ। ତାଙ୍କ ଜେଲ୍ ଯିବା ପଛରେ ସହଦେବ ନାୟକଙ୍କ ହାତ ଥିବା ସେ ସନ୍ଦେହ କରୁଥିଲେ। ତେଣୁ ତାଙ୍କୁ ରାସ୍ତାରୁ ହଟାଇବା ପାଇଁ ମହିଳା ଜଣକ ଯୋଜନା କରିଥିଲେ।
Crime
୧୭ ବର୍ଷ ପୂର୍ବେ ହୋଇଥିଲା 'ହତ୍ୟା'; ଏବେ ଜୀବନ୍ତ ଧରିଲା ପୁଲିସ
ଏହି ହତ୍ୟା ମାମଲାରେ ୪ଜଣଙ୍କୁ ଗିରଫ ମଧ୍ୟ କରାଗଲା। ସେମାନେ ହତ୍ୟା ଅଭିଯୁକ୍ତ ଭାବରେ ଜେଲରେ ସଜ୍ଜା କାଟିଲେ। ଏବେ ବିହାରର ସେହି ବ୍ୟକ୍ତିଙ୍କୁ ଝାନସୀରୁ ଜୀବନ୍ତ ଧରିଲା ପୁଲିସ।
Crime
ସରୋଜଙ୍କ ପରେ ହଂସିକାଙ୍କ ଆଉ ଜଣେ ସ୍ୱାମୀଙ୍କ ଘରେ IT
ମନୋଜଙ୍କ ଘରୁ ମିଳିଥିବା ଆର୍ଥିକ କାରବାର ସମ୍ପର୍କିତ କାଗଜପତ୍ର ଧରି ବାଲିଗୁଡା ଷ୍ଟେଟ ବ୍ୟାଙ୍କ ଯାଇଥିଲେ ଆୟକର ବିଭାଗ ଟିମ୍। ସେଠାରେ ମଧ୍ୟ ତନାଘନା କରିଥିଲେ। ଗୋଟିଏ ଟିମ୍ ମନୋଜଙ୍କ ଘରେ ଖାନତଲାସୀ କରୁଥିବା ବେଳେ ଆଉ ଗୋଟିଏ ଟିମ୍ ବ୍ୟାଙ୍କରେ ଖୋଳତାଡ଼ କରିଥିଲା।