ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବା CHSE ଅଧିକାରୀଙ୍କ ଘରେ ପଶିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ CHSE ରେକର୍ଡ ସପ୍ଲାୟର୍ ପୁରେନ୍ଦ୍ର ସେଠୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।
ପୁରେନ୍ଦ୍ରଙ୍କ ଭୁବନେଶ୍ୱରର କାନନବିହାରରେ ଥିବା ୪ ମହଲା ଘର, ସାମନ୍ତରାପୁରରେ ଥିବା ଅଫିସ୍ ଓ ଜଗତସିଂହପୁରର କେଉପଡ଼ା ଥିବା ପୈତୃକ ଘରେ ଏକକାଳୀନ ଚଢାଉ କରାଯାଇଛି।
Also Read
ପୁରେନ୍ଦ୍ର ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଅଧିକାରୀ ଘଟଣାର ତଦନ୍ତ କରି ଆଜି ସକାଳେ ତାଙ୍କ ଘରେ ଚଢ଼ାଉ କରିଛନ୍ତି। ଏହି ଚଢ଼ାଉରେ ୩ ଜଣ ଡିଏସ୍ପି, ଜଣେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ଓ ୫ ଜଣ ASI ସାମିଲ ହୋଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର; ସ୍ୱାମୀ ଅଟକ
ଗତକାଲି ତପସ୍ୱିନୀଙ୍କ ଝୁଲନ୍ତା ମୃତଦେହ ଘରୁ ଉଦ୍ଧାର କରାଯାଇଥିଲା।
Crime
ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର; ସ୍ୱାମୀ ଅଟକ
ଗତକାଲି ତପସ୍ୱିନୀଙ୍କ ଝୁଲନ୍ତା ମୃତଦେହ ଘରୁ ଉଦ୍ଧାର କରାଯାଇଥିଲା।
Crime
ବିଲରେ ଧାନ ଗଜା ଦେଖି ସହି ପାରୁନି ଚାଷୀ; ଜଣେ ଝୁଲି ପଡ଼ିଲେ, ଜଣେ ଟଳିପଡ଼ିଲେ
ଦୁଇ ଦିନ ହେଲା ବର୍ଷା ଯୋଗୁ ବିଲରେ ପାଚିଲା ଧାନ ଗଜା ହେଲାଣି। ଓଦା ଧାନକୁ ଦେଖି ଚାଷୀର ଆଖି ବି ଓଦା ହୋଇ ଯାଉଛି।
Crime
ବିବାହିତ ହୋଇ ବି ପାଲଟିଥିଲେ ପ୍ରେମ ପକ୍ଷୀ; ଦେଖାଦେଲା ଝଡ଼, ମିଳିଲା ଝୁଲନ୍ତା ମୃତଦେହ
ଘର ସଂସାର ଥାଇ ବି ଅନ୍ୟ ପ୍ରେମରେ ହେଉଥିଲେ ମତୁଆଲା। ମାତ୍ର ଦୁନିଆ ଏହି କଳଙ୍କିତ ପ୍ରେମକୁ ଗ୍ରହଣ କରି ନ ଥିଲା। ଫଳରେ ଉଭୟ ଫେରାର ହୋଇ ଯାଇଥିଲେ। ଆଉ ଫେରାର ହେବାର ପ୍ରାୟ ସପ୍ତାହେ ପରେ ମିଳିଛି ଉଭୟଙ୍କ ଝୁଲନ୍ତା ମୃତଦେହ।