Advertisment

CHSE ଅଧିକାରୀଙ୍କ ଘରେ ପଶିଲା ଭିଜିଲାନ୍ସ; ୩ଟି ସ୍ଥାନରେ ଚଢ଼ାଉ

ପୁରେନ୍ଦ୍ର ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।

ଅଦ୍ୟତନ ହୋଇଛି
Purendra Sethy

Purendra Sethy

Advertisment

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବା CHSE ଅଧିକାରୀଙ୍କ ଘରେ ପଶିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ CHSE ରେକର୍ଡ ସପ୍ଲାୟର୍ ପୁରେନ୍ଦ୍ର ସେଠୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। 

Advertisment

ପୁରେନ୍ଦ୍ରଙ୍କ ଭୁବନେଶ୍ୱରର କାନନବିହାରରେ ଥିବା ୪ ମହଲା ଘର, ସାମନ୍ତରାପୁରରେ ଥିବା ଅଫିସ୍ ଓ ଜଗତସିଂହପୁରର କେଉପଡ଼ା ଥିବା ପୈତୃକ ଘରେ ଏକକାଳୀନ ଚଢାଉ କରାଯାଇଛି। 

ପୁରେନ୍ଦ୍ର ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଅଧିକାରୀ  ଘଟଣାର ତଦନ୍ତ କରି ଆଜି ସକାଳେ ତାଙ୍କ ଘରେ ଚଢ଼ାଉ କରିଛନ୍ତି। ଏହି ଚଢ଼ାଉରେ ୩ ଜଣ ଡିଏସ୍‌ପି,  ଜଣେ ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ଓ ୫ ଜଣ ASI  ସାମିଲ ହୋଇଛନ୍ତି। 

Advertisment
Vigilance Raid CHSE
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe