କଟକ: ଅପରାଧିକ ଷଡ଼ଯନ୍ତ୍ର ହେଉଥିବା ସନ୍ଦେହରେ ଚୌଦ୍ୱାର ଜେଲରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଚଢ଼ାଉ କରାଯାଇଛି। କଟକ ଜିଲ୍ଲାପାଳ, କଟକ ଜିଲ୍ଲା ଦୌରାଜଜ୍ ଓ କଟକ ଡିସିପିଙ୍କ ନେତୃତ୍ୱରେ ୧୫ ଜଣିଆ ଟିମ୍ ଏହି ଚଢ଼ାଉ କରିଥିଲେ। ଦିନ ୧ଟାରୁ ୩ ଟା ପର୍ଯ୍ୟନ୍ତ ଏହି ଚଢ଼ାଉ କରାଯାଇଥିଲା। ଚଢ଼ାଉ ବେଳେ ଜେଲ ଭିତରୁ ଗୁଟ୍ଖା, ସିଗାରେଟ୍, ବିଡି, ଗଞ୍ଜେଇ,ଦିଆସିଲି ଓ ଲାଇଟର ଇତ୍ୟାଦି ସାମଗ୍ରୀ ଜବତ କରାଯାଇଥିଲା। ପୋଲିସ୍ ଏହି ଜିନିଷ ଗୁଡ଼ିକ ନଷ୍ଟ କରି ଦେଇଛି। ଚୌଦ୍ୱାର ଜେଲରେ ଡି’ ବ୍ରଦର୍ସଙ୍କ ସହଯୋଗୀ ଓ ଟିଟୋ ଗ୍ୟାଙ୍ଗର ସଦସ୍ୟମାନେ ଅଛନ୍ତି।
ଗତ ସେପ୍ଟେମ୍ବର ୩ ତାରିଖ ଦିନ ଚୌଦ୍ୱାର ସର୍କଲ ଜେଲ୍ ଉପରେ କମିଶନରେଟ୍ ପୋଲିସ ପକ୍ଷରୁ ଚଢାଉ କରାଯାଇଥିଲା। କଟକ ଡିସିପି ଓ ଉପ-ଜିଲ୍ଲାପାଳଙ୍କ ନେତୃତ୍ୱରେ ଭୋର ପ୍ରାୟ ସାଢ଼େ ୪ଟା ବେଳକୁ ଏହି ଚଢ଼ାଉ କରାଯାଇଥିଲା। ଚଢ଼ାଉ ବେଳେ ଜେଲରେ ଅନ୍ତେବାସୀଙ୍କ ରୁମରୁ ଗୁଟ୍ଖା, ସିଗାରେଟ୍,ଗଞ୍ଜେଇ ଓ ଗୋଟିଏ ଏଲଇଡି ଟିଭି ମଧ୍ୟ ଜବତ କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
୩ ପ୍ରେମିକ ଭଲ ପାଉଥିଲେ; ବାହା ହେବା ପାଇଁ ମନା କରିବାରୁ ମାରି ଝୁଲାଇ ଦେଲେ!
ଜେମାଙ୍କଠାରୁ ପ୍ରତ୍ୟାଖିତ ହେବା ପରେ ଏକ ତରଫା ପ୍ରେମିକମାନେ ଚିନ୍ତାରେ ପଡ଼ିଯାଇଥିଲେ। ପ୍ରତିଶୋଧ ପରାୟଣା ହୋପଡ଼ିଥିଲେ। ଜେମାଙ୍କୁ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ। ଆଜି ଅପରାହ୍ନରେ ଜେମାଙ୍କୁ ହତ୍ୟା କରି ଗାଁ ମୁଣ୍ଡ ଗଛରେ ଥିବା ଏକ ଗଛରେ ଝୁଲାଇ ଦେଲେ।
Crime
ଅନ୍ତରଙ୍ଗ ମୁହୂର୍ତ୍ତ ଫଟୋ ଭାଇରାଲ୍ କଲେ ପ୍ରେମିକ; ଝୁଲି ପଡ଼ିଲେ ପ୍ରେମିକା
ପରବର୍ତ୍ତୀ ସମୟରେ ଭାନୁ ବିବାହ ପାଇଁ ରାଜି ହୋଇନଥିଲେ। ଯେଉଁଥିପାଇଁ ଚିନ୍ତାରେ ପଡ଼ି ଯାଇଥିଲେ ଅନୀଲ୍। ଆଉ ନିଜ ପାଖରେ ଥିବା ଭାନୁଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋକୁ ସୋଶାଲ୍ ମିଡିଆରେ ଭାଇରାଲ କରି ଦେଇଥିଲେ।
Crime
ରାଜଧାନୀ ମର୍ଡର ମାମଲାରେ ୨ ମହିଳାଙ୍କ ସହ ୫ ଗିରଫ
କେଦାରପଲ୍ଲୀ ବସ୍ତିରେ ସହଦେବ ନାୟକ ଘର। ବୁଧବାର ସକାଳ ପ୍ରାୟ ୮ଟା ବେଳେ ସେ ସ୍କୁଟିରେ ଯାଉଥିବା ବେଳେ ଆକ୍ରମଣ ହୋଇଥିଲା। କେଦାରପଲ୍ଲୀ ଲକ୍ଷ୍ମୀଧର ନାୟକ ଓରଫ ମଣ୍ଟି ଓ ତାଙ୍କର ସହଯୋଗୀ ଖୋର୍ଦ୍ଧା ଜିଲ୍ଲାର ରକି ନାୟକ ଆକ୍ରମଣ କରିଥିଲା।
Crime
ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ଅଘଟଣ: ନିଜକୁ ଗୁଳି କରି ଦେଲେ ସିଆଇଏସ୍ଏଫ୍ ଯବାନ
ମୃତ ଯବାନଙ୍କ ଘର କେରଳରେ ହୋଇଥିବା ବେଳେ ଏହି ଅଘଟଣ ପଛର ପ୍ରକୃତ କାରଣ ଜଣାପଡ଼ିନାହିଁ।
Crime
ଅଫିସ ପାର୍କିଂରେ ମହିଳା ସହକର୍ମୀଙ୍କୁ ବୀଭତ୍ସ ହତ୍ୟା: ସମସ୍ତେ ଦେଖିଲେ, କିନ୍ତୁ କିଛି କଲେନି
ଯୁବକ ଜଣଙ୍କ ପାର୍କିଂ ଲଟରେ ମହିଳାଙ୍କୁ ଆକ୍ରମଣ କରୁଥିବା ବେଳେ ସମସ୍ତେ ଏହାକୁ ଦେଖିଥିଲେ। କିନ୍ତୁ କେହି ବି ଯୁବକଙ୍କୁ ଅଟକାଇବାକୁ ଚେଷ୍ଟା ନ କରିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।