ମାଓ କ୍ୟାମ୍ପରେ କଣ ହୁଏ। କ୍ୟାମ୍ପ ଭିତରେ କଣ ଚାଲେ ? ମହିଳା ମାଓବାଦୀଙ୍କ ସହ କଣ ହୁଏ ? ସାମ୍ନାକୁ ଆସିଲା ଭିତିରି ଦୃଶ୍ୟ। ମାଓ କ୍ୟାମ୍ପରୁ ମିଳିଥିବା ଏହି ପୁଳାପୁଳା କଣ୍ଡୋମ ଓ ଗର୍ଭ ନିରୋଧକ କିଟ୍ ଦେଖିଲେ ସବୁକିଛି ବୁଝି ହେଉଛି। ତେବେ ଏଠାରେ ଏହି ଆପତ୍ତିଜନକ ସମାଗ୍ରୀର ଆବଶ୍ୟକତା କଣ ? କେଉଁଠୁ ଆସେ ଏସବୁ ସାମଗ୍ରୀ । ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ପୁଳାପୁଳା ଗର୍ଭ ନିରୋଧକ ବଟିକା ସହ କଣ୍ଡୋମ କ୍ୟାମ୍ପରୁ ମିଳିଛି। ଏନେଇ ସୂଚନା ଦେଇଛନ୍ତି ବୈାଦ୍ଧ ଏସ୍ପି ରାଜ ପ୍ରସାଦ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଭିଜିଲାନ୍ସ ପଞ୍ଝାରେ ARI; ୮ଟି ସ୍ଥାନରେ ଚାଲିଛି ଚଢାଉ
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୋରିଗୁମ୍ମା ତହସିଲ ARI ସୁରେନ୍ଦ୍ର କୁମାର ତନ୍ତିଙ୍କ ଘରେ ହୋଇଛି ଭିଜିଲାନ୍ସ ରେଡ୍ ।
Crime
ପୁଲିସ ସ୍ତ୍ରୀକୁ ମାରି ସ୍ୱାମୀର ଆତ୍ମହତ୍ୟା ଉଦ୍ୟମ
ମୃତ ମହିଳା କନଷ୍ଟେବଲ କଟକ ସାଇବର ଥାନାରେ କାର୍ଯ୍ୟ କରୁଥିଲେ।
Crime
ଡିଡିଟାଲ ଆରେଷ୍ଟର ମିଛ ଫାଶରେ ପଡ଼ିଗଲେ ପୂର୍ବତନ ସେନା ଅଧିକାରୀ, ଭୟରେ ଦେଇଦେଲେ ୧ କୋଟି
ଡିଜିଟାଲ ଆରେଷ୍ଟ ନେଇ ଲୋକଙ୍କୁ ସଚେତନ କରାଯାଉଥିବା ସତ୍ତ୍ୱେ ଅନେକ ସମୟରେ ସେମାନେ ଭୟଭୀତ ହୋଇ ନିଜ ଟଙ୍କା ହରାଉଛନ୍ତି।
Crime
ଆର୍ମି ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣାରେ ଦାୟର ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ
ସେନା କର୍ମଚାରୀଙ୍କୁ ଥାନାରେ କିପରି ବ୍ୟବହାର ପ୍ରଦର୍ଶନ କରାଯିବ, ସେନେଇ ରାଜ୍ୟ ସରକାର ଜାରି କରିଥିବା ଏସଓପିକୁ କଡ଼ାକଡ଼ି ପାଳନ କରିବାକୁ ହାଇକୋର୍ଟ କହିଛନ୍ତି।
Crime
ପାଢ଼ୀ ଟ୍ୟୁଟୋରିଆଲ ମାଲିକଙ୍କ ଆତ୍ମହତ୍ୟା ଘଟଣା: ଆଉ ଥରେ ଏତଲା ଦେବାକୁ ହାଇକୋର୍ଟଙ୍କ ଅନୁମତି
ଏହି ମାମଲାର ଶୁଣାଣି ସମୟରେ ସରକାରୀ ଓକିଲ କୋର୍ଟଙ୍କୁ କହିଥିଲେ ଯେ ପୁଲିସ୍ ଜବତ କରିଥିବା ସୁଇସାଇଡ୍ ନୋଟରେ ଜେ.ବି ପାଢ଼ୀଙ୍କ ସହ ଅର୍ଥ କାରବାର କରୁଥିବା ୩୦ ଜଣଙ୍କ ନାମ ରହିଛି। କିନ୍ତୁ ସେହି ସନ୍ଦିଗ୍ଧମାନଙ୍କ ବିରୋଧରେ ତଦନ୍ତ ଶେଷ ହୋଇନାହିଁ।