ରାଜଧାନୀରେ ଫେକ୍ କଲ୍ ସେଣ୍ଟର ମାମଲା; ୩ ଦିନିଆ ରିମାଣ୍ଡରେ ଗଲେ ଅଭିଯୁକ୍ତ

ଭୁବନେଶ୍ୱର କୋର୍ଟରୁ ଅନୁମତି ମିଳିବା ପରେ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେଇ ଅଧିକ ପଚରାଉଚରା କରିବ ପୁଲିସ।

Arrested PhotoOR

ଗିରଫ ଅଭିଯୁକ୍ତ

Tapaswini Nayak
  • Published: Friday, 18 October 2024
  • Updated: 18 October 2024, 01:33 PM IST

ରାଜଧାନୀରେ ଫେକ୍ କଲ୍ ସେଣ୍ଟର କରି ଲୋକଙ୍କୁ ଚୁନ ମାରୁଥିବା ଅଭିଯୋଗରେ ଗିରଫ ହୋଇଥିବା ୬ ଅଭିଯୁକ୍ତଙ୍କୁ ୩ ଦିନିଆ ରିମାଣ୍ଡରେ ନେବ କମିଶନରେଟ୍‌ ପୁଲିସ। ଭୁବନେଶ୍ୱର କୋର୍ଟରୁ ଅନୁମତି ମିଳିବା ପରେ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେଇ ଅଧିକ ପଚରାଉଚରା କରିବ ପୁଲିସ। ଏଥିସହ କମିଶନରେଟ୍ ପୁଲିସର ସ୍ୱତନ୍ତ୍ର ଟିମ୍ ଅଭିଯୁକ୍ତଙ୍କ ଘର କୋଲକାତା ଯାଇ ତଦନ୍ତ କରିବ।

ଫେକ୍ କଲ୍ ସେଣ୍ଟର କରି ଅଭଯୁକ୍ତମାନେ ଓଡ଼ିଶା ସହ ସମଗ୍ର ଦେଶରେ ଠକେଇ କରିଥିବା ପୁଲିସ ପ୍ରାଥମିକ ତଦନ୍ତରୁ ଜାଣିପାରିଛି। ଅଧିକ ତଦନ୍ତ ପାଇଁ ଏକ ସ୍ପେଶାଲ ଟିମ୍ ଗଠନ କରିଛି କମିଶନରେଟ୍‌ ପୁଲିସ୍। ସଫ୍ଟୱେର ପ୍ରଡକ୍ଟ ବା ଆଣ୍ଟି ଭାଇରସ୍ ଅପଲୋଡ୍ କରିବାକୁ କହି ଆମେରିକାର କିଛି ଲୋକଙ୍କୁ ମଧ୍ୟ ଏମାନେ ଚୁନ ଲଗାଇଥିବା ଜଣାଯାଇଛି। ତେଣୁ ଏମାନେ କେତେ ଲୋକଙ୍କୁ ଫେକ୍ କଲ୍ ମାଧ୍ୟମରେ ଠକିଛନ୍ତି, ସେ ନେଇ ସାଇବର ଠକଙ୍କ ବ୍ୟାଙ୍କ୍ ଆକାଉଣ୍ଟ ଯାଞ୍ଚ  କରାଯାଇଛି। କମିଶନରେଟ୍‌ ପୁଲିସ ଏହି ଅଭିଯୁକ୍ତଙ୍କୁ  ରିମାଣ୍ଡରେ ନେଇ ଖୋଳତାଡ଼ କରିବ।  

Also Read

ସୂଚନା ମୁତାବକ, ଭୁବନେଶ୍ୱର ସ୍ଥିତ ସୁନ୍ଦରପଦାର କାଞ୍ଚନ ଟାୱାର ଆପାର୍ଟମେଣ୍ଟରେ ଦ୍ୱିତୀୟ ମହଲାରେ ଥିବା ୨୦୫ ନମ୍ବର ଫ୍ଲାଟରେ ନକଲି କଲ୍ ସେଣ୍ଟର ଚାଲିଥିବା କମିଶନରେଟ ପୁଲିସର ସାଇବର ଟିମ୍ କୌଣସି ସୂତ୍ରରୁ ଖବର ପାଇଥିଲା। ପରେ ପୁଲିସ ଚଢ଼ାଉ ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଆପାର୍ଟମେଣ୍ଟରୁ ସିମ ବକ୍ସ ଭଳି ଦେଖାଯାଉଥିବା ଡିଭାଇସ ଠାବ କରିଛି ପୁଲିସ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story