ଚିଟଫଣ୍ଡ ସଂସ୍ଥା ଅର୍ଥତତ୍ତ୍ୱର ସ୍ଥାବର ଅସ୍ଥାବର ସମ୍ପତ୍ତି ବାଜ୍ୟାପ୍ତ କରିବାକୁ କଟକ ସ୍ୱତନ୍ତ୍ର ଚିଟଫଣ୍ଡ ଅଦାଲତ ଦେଇଛନ୍ତି ନିର୍ଦ୍ଦେଶ। ସଂସ୍ଥାର ଭୁବନେଶ୍ୱର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଅନୁଗୋଳ ଆଦି ସ୍ଥାନରେ ଥିବା ପ୍ରାୟ ୧୧୦ ଏକରରୁ ଅଧିକ ଜମି ବାଜ୍ୟାପ୍ତି ହେବ।
Also Read
ଏହାସହ ବିଭିନ୍ନ ବ୍ୟାଙ୍କରେ ଥିବା ୨ କୋଟି୧୭ ଲକ୍ଷରୁ ଅଧିକ ଟଙ୍କା ଏବଂ ୧୧ଟି ମୂଲ୍ୟବାନ ଗାଡ଼ି ବାଜ୍ୟାପ୍ତି ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ସବୁ ସମ୍ପତ୍ତି ବାଜ୍ୟାପ୍ତି କରି ସାଧାରଣରେ ନିଲାମ କରିବାକୁ କୋର୍ଟ କହିଛନ୍ତି। ନିଲାମରୁ ମିଳିବାକୁ ଥିବା ଅର୍ଥ କ୍ଷତିଗ୍ରସ୍ତ ଜମାକାରୀଙ୍କ ମଧ୍ୟରେ ବାଣ୍ଟିବା ପାଇଁ କୋର୍ଟ ତାଙ୍କ ରାୟରେ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ପଶ୍ଚିମବଙ୍ଗରୁ ଆଳୁ ଆସୁନି! କିନ୍ତୁ ଆସୁଛି ଚୋରା ମହୁଲ
ପଶ୍ଚିମବଙ୍ଗରୁ ଏକ ମହୁଲ ବୋଝେଇ ପିକ୍ଅପ୍ ଭ୍ୟାନ୍ ବେଆଇନ୍ ଭାବେ ଓଡ଼ିଶା ଭିତରେ ପ୍ରବେଶ କରୁଥିଲା। ମୟୂରଭଞ୍ଜ ଜିଲ୍ଲା ଅବକାରୀ ୟୁନିଟ୍ ଉକ୍ତ ମହୁଲ ବୋଝେଇ ଭ୍ୟାନ୍ଟିକୁ ପିଛା କରିଥିଲା।
Crime
ଦୁଷ୍କର୍ମକାରୀକୁ ୨୦ ବର୍ଷ ଜେଲ୍ ଓ ଲକ୍ଷେ ପାଞ୍ଚ ହଜାର ଟଙ୍କା ଜରିମାନା
ପୀଡ଼ିତାଙ୍କ ବଡ଼ ଭଉଣୀ ଏନେଇ ଟିକାବାଲି ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ପୁଲିସ୍ ମାମଲା ରୁଜୁ କରିଥିଲା। ପରବର୍ତ୍ତୀ ସମୟରେ ଅଭିଯୁକ୍ତ ଧନେଶ୍ୱର କହଁରକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା ପୁଲିସ୍।
Crime
ରେଲୱେ ଷ୍ଟେସନରୁ ୬୦ କେଜି ରୁପା ଜବତ; ଜଣେ ଅଟକ
ରାଉରକେଲାରୁ ରାଞ୍ଚି ଏତେ ପରିମାଣର ରୁପା ଯାଉଥିଲା ବୋଲି ସୂଚନା ମଳିଛି।
Crime
ଗାଈମାରି ବାଛନ୍ଦ ହେଲେ, ଫାଇନ ଦେଇ ଶୁଦ୍ଧି ହେଲେ, ମାମଲା ଥାନାରେ
ଏ ସଂପର୍କରେ ବଲାଙ୍ଗିର ସଦର ପୁଲିସ ଖବର ପାଇବା ପରେ ଏକ ମାମଲା ରୁଜୁ କରି ତଦନ୍ତ କରୁଛି।