ବାଲେଶ୍ୱରରେ କର୍ଫ୍ୟୁ କଟକଣା ଆଂଶିକ କୋହଳ; ଆଜିଠୁ ମିଳିବ ଇଣ୍ଟରନେଟ୍ ସେବା

ସୋମବାର ସହରର ଭୁଜାଖିଆ ପୀର ନିକଟରେ କୌଣସି କାରଣକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା ।

Balasore PhotoOR

ଇଣ୍ଟରନେଟ୍ ପାଇଁ ମୋବାଇଲ ଧରି ଅପେକ୍ଷା କରିଛନ୍ତି ଲୋକେ

Tapaswini Nayak
  • Published: Saturday, 22 June 2024
  • Updated: 22 June 2024, 08:49 AM IST

Sports

Latest News

ବାଲେଶ୍ୱର ପୌରାଞ୍ଚଳରେ ସ୍ୱାଭାବିକ ହେଉଛି ସ୍ଥିତି। କର୍ଫ୍ୟୁ କଟକଣା ଆଂଶିକ କୋହଳ ହୋଇଛି। ସହଦେବଖୁଣ୍ଟା ଓ ଟାଉନ୍ ଥାନା ଅଞ୍ଚଳରେ କର୍ଫ୍ୟୁ କୋହଳ ହୋଇଛି। ସକାଳ ୫ଟାରୁ ଦିନ ୨ଟା ଯାଏ କର୍ଫ୍ୟୁ କୋହଳ କରାଯାଇଛି।

ଶିଳ୍ପାଞ୍ଚଳ ଥାନା ଅଞ୍ଚଳରୁ କର୍ଫ୍ୟୁ ସମ୍ପୂର୍ଣ୍ଣ ହଟିଛି । ଆଜିଠୁ ଲିଜ୍ ଲାଇନ୍ ସହ ବ୍ରଡବ୍ୟାଣ୍ଡରେ ଇଣ୍ଟରନେଟ୍ ସେବା ଉପଲବ୍ଧ ହେବ। ତେବେ ମୋବାଇଲରେ ଇଣ୍ଟରନେଟ୍ ସେବା ବନ୍ଦ ରହିବ। ପୌରାଞ୍ଚଳରେ ଆଜି ବନ୍ଦ ରହିବ ସବୁ ଶିକ୍ଷାନୁଷ୍ଠାନ ଓ ଅଙ୍ଗନବାଡ଼ି।

Also Read

ସୂଚନାଯୋଗ୍ୟ, ସୋମବାର ସହରର ଭୁଜାଖିଆ ପୀର ନିକଟରେ କୌଣସି କାରଣକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଏହାପରେ ଉଭୟ ଗୋଷ୍ଠୀ ମୁହାଁମୁହିଁ ହେବା ସହ ଫୋର୍ସ ଉପରକୁ ପଥର ମାଡ଼ ଅଭିଯୋଗ ହୋଇଥିଲା। ସ୍ଥିତି ନିୟନ୍ତ୍ରଣ ପାଇଁ ଲାଠିଚାର୍ଜ କରିଥିଲା ପୁଲିସ। ଗଣ୍ଡଗୋଳରେ ୪ରୁ ୫ ଜଣ ଆହତ ହୋଇଥିବା ବେଳେ ୧୫ରୁ ୨୦ଟି ଗାଡ଼ି ଭଙ୍ଗାରୁଜା ହୋଇଥିଲା।

ବିଳମ୍ବିତ ରାତିରେ ମଧ୍ୟ ସୁଏଲପୁର ଓ ଦପ୍ତରସାହିର ଅଞ୍ଚଳର କିଛି ସ୍ଥାନରେ ଗାଡ଼ି ଭଙ୍ଗାରୁଜା ଓ ଦୋକାନ ଆସବାବପତ୍ରରେ ନିଆଁ ଲଗାଯିବା ଭଳି ଘଟଣା ସାମ୍ନାକୁ ଆସିଥିଲା। ପୁଲିସ୍‌ ଉପସ୍ଥିତିରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହେବା ସହ। ପରସ୍ପରକୁ ଢେଲା ପଥର ମାଡ଼ କରିଥିଲେ। ଢେଲା ପଥର ମାଡ଼ରେ ସାଧାରଣ ଜନତା, ପୁଲିସ୍‌ ଓ କିଛି ଗଣମାଧ୍ୟମ ପ୍ରତିନିଧି ଆହତ ହୋଇଥିଲେ । ଏହାପରେ ସମଗ୍ର ବାଲେଶ୍ୱର ପୌରାଞ୍ଚଳରେ ଅନିର୍ଦ୍ଦିଷ୍ଟ କାଳ ପାଇଁ କର୍ଫ୍ୟୁ ଜାରି କରାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story