କଟକ: କଟକ ଜୋବ୍ରା ନିକଟସ୍ଥ ବୋଷ୍ କଲୋନୀରୁ ଆଜି ୧୧୧ ଗ୍ରାମ ବ୍ରାଉନସୁଗାର ଅବକାରୀ ଫ୍ଲାଇଂ ସ୍କ୍ୱାର୍ଡ ଜବତ କରିଛି। ଏହି ଘଟଣାରେ ଜଣଙ୍କୁ ଗିରଫ କରାଯାଇଛି। ଅବକାରୀ ବିଭାଗର ଫ୍ଲାଇଂ ସ୍କ୍ୱାର୍ଡ କାର୍ଯ୍ୟାଳୟରେ ତାଙ୍କୁ ପଚରାଉଚରା କରାଯାଉଛି। ଏହି ମାମଲାରେ ଅନ୍ୟ କାହାର ସଂପୃକ୍ତି ବିଷୟରେ ଖୋଳତାଡ଼ ଚାଲିଛି। ଜବତ ବ୍ରାଉନ୍ ସୁଗାରର ଆନୁମାନିକ ମୂଲ୍ୟ ପ୍ରାୟ ୧୧ଲକ୍ଷ ଟଙ୍କା ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ରାଜଧାନୀରେ ଚାଞ୍ଚଲ୍ୟ; ଚଳନ୍ତା ସ୍କୁଟିରେ ଯାଉଥିବା ଯୁବକଙ୍କୁ ଚୋଟ, ମୁଣ୍ଡ-ଗଣ୍ଡି ଅଲଗା
ଆଜି ସକାଳ ପ୍ରାୟ ୮ଟା ବେଳେ ରସୁଲଗଡ଼ରୁ ବାଣୀବିହାର ଓଭରବ୍ରିଜ ଉପରେ ଜଣେ ଯୁବକ ସ୍କୁଟିରେ ଯାଉଥିଲେ। ଏହି ସମୟରେ ପଛରୁ ଏକ ବାଇକ୍ରେ ଆସିଥିବା ଦୁଇ ଯୁବକ ଚଳନ୍ତା ଗାଡ଼ିରେ ଯାଉଥିବା ଯୁବକଙ୍କୁ ଏକ ମାରଣାସ୍ତ୍ରରେ ଚୋଟ ପକାଇଥିଲେ।
Crime
ପୁଲିସ୍ ମାରିଛି ପୋଷ୍ଟର- ଅଭିଯୁକ୍ତକୁ ଧରାଇ ଦିଅ, ଲକ୍ଷେ ଟଙ୍କା ନିଅ
ସଂପୃକ୍ତ ଅଭିଯୁକ୍ତର ୨ଟି ଫଟୋ ଜାରି କରିଛି ସମ୍ବଲପୁର ପୁଲିସ୍। କୌଣସି ବ୍ୟକ୍ତି ଅଭିଯୁକ୍ତ ସମ୍ପର୍କରେ ସୂଚନା ଦେଲେ ତାଙ୍କୁ ଲକ୍ଷେ ଟଙ୍କା ପୁରସ୍କାର ରାଶି ଦିଆଯିବ ବୋଲି ପୁଲିସ କହିଛି।
Crime
ସେହି କାଳ ରାତି ନେଇଗଲା ୨ ବିଜେପି ନେତାଙ୍କ ଜୀବନ
କାରରେ ଥିଲେ ୬ ଜଣ। ଆଗରେ ବସିଥିଲେ ଡ୍ରାଇଭରଙ୍କ ସମେତ ୨ ଜଣ। ପଛରେ ବସିଥିଲେ ୪ ଜଣ। ହାଇୱା ୩ ଥର ଦେଇଥିଲା ଧକ୍କା। ଏଥିରେ ବିଜେପିର ଗୋଶାଳା ମଣ୍ଡଳ ସଭାପତି ଦେବେନ୍ଦ୍ର ନାୟକ ଓ ପୂର୍ବତନ ସରପଞ୍ଚ ମୁରଲୀଧର ଛୁରିଆଙ୍କ ମୃତ୍ୟୁ ଘଟିଥିଲା।
Crime
ଘରେ ଚୋରି କରିବାକୁ ପଶିଥିଲା ଚୋର, କିଛି ନମିଳିବାରୁ ମହିଳାଙ୍କୁ...
ଚୋରି କରିବାକୁ କୌଣସି ମୂଲ୍ୟବାନ ସାମଗ୍ରୀ ନପାଇବାରୁ ଘରେ ଥିବା ମହିଳାଙ୍କୁ ଚୁମ୍ବନ ଦେଇ ପଳାଇଲା ଚୋର। ମହିଳାଙ୍କ ଅଭିଯୋଗ ପରେ ଅଭିଯୁକ୍ତ ଚୋରକୁ ଧରିଛି ପୁଲିସ।
Crime
ଆଇସିୟୁରେ ରଖି କରାଯାଉଥିଲା ଚିକିତ୍ସା, ଡାକ୍ତରଖାନା ଛାତରୁ ପଡ଼ି ଚାଲିଗଲା ଜୀବନ
କଡ଼ା ସୁରକ୍ଷା ମଧ୍ୟରେ ରହୁଥିବା ଆଇସିୟୁରୁ ଜଣେ ରୋଗୀ ବାହାରକୁ ଆସିଲେ କେମିତି ?