କଟକ: କଟକ ମଙ୍ଗଳାବାଗ ଥାନା ପୋଲିସ ୩ କାର ଲୁଟେରାଙ୍କୁ ଗିରଫ କରିଛି। ପୋଲିସ୍ ସେମାନଙ୍କଠାରୁ ୪ଟି ମୋବାଇଲ ଓ ନଗଦ ଟଙ୍କା ଜବତ କରିଛି। ଗିରଫ ଅଭିଯୁକ୍ତଙ୍କ ନାଁରେ ବିଭିନ୍ନ ଥାନାରେ ଲୁଟ୍ ଓ ଡକାୟତି ପରି ମାମଲା ରହିଛି।
ଗତ ୨୨ ତାରିଖରେ ଜଗତସିଂହପୁର ଜିଲ୍ଲା ରଘୁନାଥପୁର ଅଞ୍ଚଳର ସଂଜୟ କୁମାର ଦାସଙ୍କ କାର ଲୁଟ୍ ହୋଇଥିଲା। ଲୁଟେରାମାନେ ଏସ୍ସିବି ମେଡ଼ିକାଲ ପରିସରରେ ସଂଜୟଙ୍କୁ ଥଣ୍ଡା ପାନୀୟରେ ନିଶା ଦେଇ ତାଙ୍କ କାର୍ ଲୁଟି ନେଇଯାଇଥିଲେ। ଏନେଇ ଅଭିଯୋଗ ହେବା ପରେ ପୋଲିସ୍ ମାମଲା ରୁଜୁ କରି ମୁଖ୍ୟ ଅଭିଯୁକ୍ତ ବିକ୍ରମ ବିଶ୍ୱାଳ ଓରଫ ଲିପୁଙ୍କୁ ଗିରଫ କରିଥିଲା। ଲିପୁଙ୍କ ବୟାନକୁ ଆଧାର କରି ଅନ୍ୟ ଦୁଇ ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିବାରେ ସଫଳ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲା; କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି
୨୦ ତାରିଖ ସନ୍ଧ୍ୟାରେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଯାଜପୁର ସଦର ଥାନା ବୁଢ଼ାପୋଲ ନିକଟରେ ଆକ୍ରମଣ ହୋଇଥିଲା। ପୂରା ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ତଦନ୍ତ ପାଇଁ ଜଣେ DSPଙ୍କ ନେତୃତ୍ୱରେ ୬ ଜଣିଆ ଟିମ୍ ଗଠନ କରାଯାଇଛି।
Crime
ବାଂଲାଦେଶୀ ଦେହଜୀବୀଙ୍କ କବ୍ଜାରେ ଟ୍ୱିନ୍ ସିଟି!
କଟକରୁ ଉଦ୍ଧାର ବାଂଲାଦେଶୀ ନାବାଳିକାଙ୍କ ବୟାନ ପରେ ପୁଣି ସତେଜ ହୋଇଛି ବାଂଲାଦେଶୀ ସେକ୍ସ ରାକେଟ୍ ପ୍ରସଙ୍ଗ। କଟକ ଆଉ ଭୁବନେଶ୍ୱରରେ ଆଡ୍ଡା ଜମାଇଲେଣି ବାଂଲାଦେଶୀ ଦେହଜୀବୀ।
Crime
ଜାମା ମସଜିଦ ସର୍ଭେ ବେଳେ ଉତ୍ତେଜନା; ୩ ମୃତ, ୩୦ ପୁଲିସ ଆହତ
ଶାହି ଜାମା ମସଜିଦ ସର୍ଭେ ସମୟରେ ସର୍ଭେ ଟିମ୍ ଉପରକୁ କିଛି ଲୋକ ପଥର ମାଡ଼ କରିଥିଲେ।
Crime
ମଦ ପିଇ ତିନି ସାଙ୍ଗଙ୍କ ବେପରୁଆ ଗାଡ଼ି ଚାଳନା; ଅଟକାଇବାରୁ ପୁଲିସକୁ ମାରିଦେଲେ
ପୁଲିସ ଏନକାଉଣ୍ଟରରେ ଜଣେ ଅଭିଯୁକ୍ତ ମୃତ।