କଟକ: ମହିଳାଙ୍କ ମୁଣ୍ଡ ବିହୀନ ଶବ ଉଦ୍ଧାର, ବଳାତ୍କାର ପରେ ହତ୍ୟା ସନ୍ଦେହ

କଟକ: କାଠଯୋଡ଼ି ନଦୀ ପଠାରୁ ଜଣେ ମହିଳାଙ୍କ ମୁଣ୍ଡ ବିହୀନ ମୃତଦେହ ଉଦ୍ଧାର କରାଯାଇଛି। ମହିଳାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ମହିଳାଙ୍କ ପରିଚୟ ଜଣାପଡ଼ିନି।

କଟକ ଡିସିପି ସଞ୍ଜିବ ଆରୋରା ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛନ୍ତି।