କଟକ: କଟକ ଜିଲ୍ଲା କାନପୁର ଥାନା ଅନ୍ତର୍ଗତ ଅଢେଇଗୁଣ୍ଡି ଗାଁରେ ଆଜି ଭୋରରୁ ଦୁର୍ବୃତ୍ତମାନେ ରାମଚନ୍ଦ୍ର ପଣ୍ଡାଙ୍କ ଘରେ ପଶି ତାଙ୍କୁ ଭୁଜାଲିରେ ଆକ୍ରମଣ କରିବା ସହ ସୁନା ଗହଣା ଏବଂ ନଗଦ ୨୦ ହଜାର ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ଫେରାର୍ ହେବା ପୂର୍ବରୁ ଲୋକଙ୍କୁ ଭୟଭୀତ କରିବା ସହ ବାହାରେ ବୋମାମାଡ଼ କରିଥିବା ଜଣାପଡ଼ିଛି। ଦୁର୍ବୃତ୍ତଙ୍କ ଭୁଜାଲି ଆକ୍ରମଣରେ ରାମଚନ୍ଦ୍ର ପଣ୍ଡା ଆହତ ହୋଇଛନ୍ତି। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୋଲିସ୍ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।