କଟକ: ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

କଟକ: ଜଗତପୁରରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଯାଜପୁର ଅଞ୍ଚଳର ଜଣେ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ଗତ ୨ ବର୍ଷ ଧରି ଶାରୀରିକ ସମ୍ପର୍କ ରଖିଥିବା ନେଇ ନାବାଳିକା ଜଣଙ୍କ ଜଗତପୁର ଥାନାରେ ଅଭିଯୋଗ କରିଛନ୍ତି। ପୀଡିତାଙ୍କ ଘର ମହାନଦୀ ନଗର ବସ୍ତିରେ ବୋଲି ଜଣାପଡିଛି।

ctc

ctc

Rakesh Mallick
  • Published: Sunday, 12 February 2017
  • Updated: 12 February 2017, 07:23 PM IST

Sports

Latest News

କଟକ: ଜଗତପୁରରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଯାଜପୁର ଅଞ୍ଚଳର ଜଣେ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ଗତ ୨ ବର୍ଷ ଧରି ଶାରୀରିକ ସମ୍ପର୍କ ରଖିଥିବା ନେଇ ନାବାଳିକା ଜଣଙ୍କ ଜଗତପୁର ଥାନାରେ ଅଭିଯୋଗ କରିଛନ୍ତି। ପୀଡିତାଙ୍କ ଘର ମହାନଦୀ ନଗର ବସ୍ତିରେ ବୋଲି ଜଣାପଡିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos