କଟକ: ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ

କଟକ: ଜଗତପୁରରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଯାଜପୁର ଅଞ୍ଚଳର ଜଣେ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ଗତ ୨ ବର୍ଷ ଧରି ଶାରୀରିକ ସମ୍ପର୍କ ରଖିଥିବା ନେଇ ନାବାଳିକା ଜଣଙ୍କ ଜଗତପୁର ଥାନାରେ ଅଭିଯୋଗ କରିଛନ୍ତି। ପୀଡିତାଙ୍କ ଘର ମହାନଦୀ ନଗର ବସ୍ତିରେ ବୋଲି ଜଣାପଡିଛି।