କଟକ: ସାରଥି ଓରଫ୍ ସନ୍ତୋଷ ରାଉଳକୁ କ୍ରାଇମବ୍ରାଞ୍ଚର କେସ୍ ନମ୍ୱର ୧୭/୨୦୧୫ ମାମଲାରେ ଆଜି କଟକର ସ୍ୱତନ୍ତ୍ର ଅନୁସୂଚିତ ଜାତି ଓ ଜନଜାତି କୋର୍ଟରେ ହାଜର କରାଯାଇଥିଲା। ଏହି ମାମଲାରେ ଅନ୍ୟ ଅଭିଯୁକ୍ତ ସନ୍ତୋଷ ଗୋଚ୍ଛାୟତଙ୍କୁ ମଧ୍ୟ କୋର୍ଟରେ ହାଜର କରାଯାଇଥିଲା। ଆଜି ସାରଥିଙ୍କ ବିରୋଧରେ ଥିବା ମାମଲାର କୌଣସି ଶୁଣାଣି ହୋଇନାହିଁ। ସାରଥିଙ୍କୁ ପୁଣି ୧୪ ଦିନିଆ ବିଚାରବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି।
ଆସନ୍ତା ୧୩ ତାରିଖରେ ଭିଡିଓ କନଫରେନ୍ସ ଜରିଆରେ ସାରଥିଙ୍କୁ ସ୍ୱତନ୍ତ୍ର କୋର୍ଟରେ ହାଜର କରାଯିବ।
ଏହି ମାମଲାରେ ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି। ମାମଲାରେ ନିମ୍ନ ଅଦାଲତରେ ଶୁଣାଣି ହୋଇପାରିବନି ବୋଲି ପୂର୍ବରୁ ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନାବାଳିକାକୁ ଗଣଦୁଷ୍କର୍ମ ମାମଲାରେ ଦୁଇ ଜଣଙ୍କୁ ଆଜୀବନ କାରାଦଣ୍ଡ
ପରିବାର ଲୋକେ ଖବର ପାଇ ଝିଅକୁ ରାସ୍ତାକଡ଼ରୁ ଉଦ୍ଧାର କରିଥିଲେ।
Crime
୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଅଭିଯୋଗରେ ୫୫ ବର୍ଷୀୟ ବ୍ୟକ୍ତି ଗିରଫ
ଅଭିଯୋଗ ପାଇବା ପରେ ପୁଲିସ ଅଭିଯୁକ୍ତଙ୍କୁ ଥାନାକୁ ଆଣି ପଚରାଉଚରା କରିଥିଲା। ତା’ପରେ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା।
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Crime
ବବିଙ୍କ ଭାଇ ଭବଙ୍କ ନାଁରେ ମାମଲା ରୁଜୁ
ଦୁଇ ଦିନ ତଳେ ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ଘଟଣାରେ ବିବାଦୀୟ ହୋଇପଡ଼ିଥିବା ବବିଙ୍କ ଭାଇଙ୍କ ବିରୋଧରେ ଜଣେ ପରିବା ବ୍ୟବସାୟୀ ଦେଇଥିଲେ ଏତଲା।