କଟକ: କଟକ ବାଦାମବାଡ଼ି ଥାନା ନିକଟରେ ଆଜି ଭୋର ପ୍ରାୟ ୪ଟା ସମୟରେ ସ୍ଥାନୀୟ ବାସିନ୍ଦା ଦୁଇଟି ଗୋରୁ ବୋଝେଇ ଗାଡ଼ିକୁ ଜବତ କରିଥିଲେ। ଉଭୟ ଗାଡ଼ିରେ ମୋଟ ୧୦ଟି ଗୋରୁଙ୍କ ଗୋଡ଼ ବାନ୍ଧି ନିଆଯାଉଥିବା ସ୍ଥାନୀୟ ଲୋକେ ସୂଚନା ପାଇ ଗାଡ଼ି ଦୁଇଟିକୁ କାବୁ କରିଥିଲେ। ଗାଡ଼ିକୁ ଲୋକେ କାବୁ କରିବା ସମୟରେ ଉଭୟ ଗାଡ଼ିର ଡ୍ରାଇଭର ଏବଂ ହେଲପର ଫେରାର ହୋଇଯାଇଥିଲେ।
ପ୍ରାୟ ସମସ୍ତ ଗୋରୁଙ୍କ ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ ଥିବାରୁ ଉତ୍ତ୍ୟକ୍ତ ଲୋକ କିଛି ସମୟ ଧରି ବାଦାମବାଡ଼ି ମୁଖ୍ୟ ରାସ୍ତା ଅବରୋଧ କରିଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକମାନଙ୍କୁ ବୁଝାସୁଝା କରିବା ପରେ ପରିସ୍ଥିତି ସ୍ୱାଭାବିକ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମିଛ ଚିଠି ଦେଖାଇଥିଲେ, ଭାଙ୍ଗିପାରେ ବୈକୁଣ୍ଠଧାମ ଆଶ୍ରମ
ଭୁବନେଶ୍ୱର ଘାଟିକିଆ ମୌଜାର ଖାତା ନଂ 2333ର ପ୍ଲଟ ନଂ 1215 ଉପରେଥିବା ବୈକୁଣ୍ଠ ଧାମ ଆଶ୍ରମର ନିର୍ମାଣ ହୋଇଛି। ଏହା ଉପରେ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାକୁ ଗତ ନଭେମ୍ବର ମାସ 21 ତାରିଖରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଜାରୀ କରିଥିଲେ।
Crime
୩ ପ୍ରେମିକ ଭଲ ପାଉଥିଲେ; ବାହା ହେବା ପାଇଁ ମନା କରିବାରୁ ମାରି ଝୁଲାଇ ଦେଲେ!
ଜେମାଙ୍କଠାରୁ ପ୍ରତ୍ୟାଖିତ ହେବା ପରେ ଏକ ତରଫା ପ୍ରେମିକମାନେ ଚିନ୍ତାରେ ପଡ଼ିଯାଇଥିଲେ। ପ୍ରତିଶୋଧ ପରାୟଣା ହୋପଡ଼ିଥିଲେ। ଜେମାଙ୍କୁ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ। ଆଜି ଅପରାହ୍ନରେ ଜେମାଙ୍କୁ ହତ୍ୟା କରି ଗାଁ ମୁଣ୍ଡ ଗଛରେ ଥିବା ଏକ ଗଛରେ ଝୁଲାଇ ଦେଲେ।
Crime
ଅନ୍ତରଙ୍ଗ ମୁହୂର୍ତ୍ତ ଫଟୋ ଭାଇରାଲ୍ କଲେ ପ୍ରେମିକ; ଝୁଲି ପଡ଼ିଲେ ପ୍ରେମିକା
ପରବର୍ତ୍ତୀ ସମୟରେ ଭାନୁ ବିବାହ ପାଇଁ ରାଜି ହୋଇନଥିଲେ। ଯେଉଁଥିପାଇଁ ଚିନ୍ତାରେ ପଡ଼ି ଯାଇଥିଲେ ଅନୀଲ୍। ଆଉ ନିଜ ପାଖରେ ଥିବା ଭାନୁଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋକୁ ସୋଶାଲ୍ ମିଡିଆରେ ଭାଇରାଲ କରି ଦେଇଥିଲେ।
Crime
ରାଜଧାନୀ ମର୍ଡର ମାମଲାରେ ୨ ମହିଳାଙ୍କ ସହ ୫ ଗିରଫ
କେଦାରପଲ୍ଲୀ ବସ୍ତିରେ ସହଦେବ ନାୟକ ଘର। ବୁଧବାର ସକାଳ ପ୍ରାୟ ୮ଟା ବେଳେ ସେ ସ୍କୁଟିରେ ଯାଉଥିବା ବେଳେ ଆକ୍ରମଣ ହୋଇଥିଲା। କେଦାରପଲ୍ଲୀ ଲକ୍ଷ୍ମୀଧର ନାୟକ ଓରଫ ମଣ୍ଟି ଓ ତାଙ୍କର ସହଯୋଗୀ ଖୋର୍ଦ୍ଧା ଜିଲ୍ଲାର ରକି ନାୟକ ଆକ୍ରମଣ କରିଥିଲା।
Crime
ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ଅଘଟଣ: ନିଜକୁ ଗୁଳି କରି ଦେଲେ ସିଆଇଏସ୍ଏଫ୍ ଯବାନ
ମୃତ ଯବାନଙ୍କ ଘର କେରଳରେ ହୋଇଥିବା ବେଳେ ଏହି ଅଘଟଣ ପଛର ପ୍ରକୃତ କାରଣ ଜଣାପଡ଼ିନାହିଁ।