କଟକ: ଡି’ ବ୍ରଦର୍ସ ଲିଙ୍କ ଅଭିଯୋଗରେ ଗିରଫ ହୋଇ ଜେଲରେ ଥିବା ପ୍ରମୋଦ ପାତ୍ର ଓରଫ ଭୂଆଁର ଜାମିନ ଆବେଦନକୁ କଟକ ଅତିରିକ୍ତ ଜିଲ୍ଲା ଦୌରାଜଜ୍ ଖାରଜ କରି ଦେଇଛନ୍ତି। ତଦନ୍ତ ପ୍ରାଥମିକ ସ୍ତରରେ ଥିବା ବେଳେ ଅନ୍ୟ ଅଭିଯୁକ୍ତମାନେ ଗିରଫ ହୋଇନାହାନ୍ତି। ଏପରି ସ୍ଥିତିରେ ଜାମିନ ଦିଆଗଲେ ଏହା ତଦନ୍ତକୁ ପ୍ରଭାବିତ କରିବାର ସମ୍ଭାବନା ଥିବା କୋର୍ଟ ଦର୍ଶାଇଛନ୍ତି।
ଗତ ୨୦ ତାରିଖରେ ଡି’ ଲିଙ୍କ ଅଭିଯୋଗରେ ଭୂଆଁକୁ କମିଶନରେଟ୍ ପୋଲିସ ଗିରଫ କରିଥିଲା। ଗିରଫ ସମୟରେ ଅଭିଯୁକ୍ତ ଘରୁ ୭୬ ଲକ୍ଷ ଟଙ୍କା ପୋଲିସ ଜବତ କରିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
Z1ରେ ରହିଛି ହଂସିକାଙ୍କ ୩ଟି ଫ୍ଲାଟ୍; IT ଓ ପୁଲିସ୍ ଚଢ଼ଉ
ଠକେଇ ରାଣୀ ହଂସିକା ଅଭିଲିପ୍ସା ଓ ତାଙ୍କ ସ୍ୱାମୀ ଅନୀଲ ମହାନ୍ତିଙ୍କ ପେଡି ଖୋଲିବା ପାଇଁ ଉଭୟଙ୍କୁ ରିମାଣ୍ଡରେ ଆଣିଥିଲା ଆୟକର ବିଭାଗ(IT) ଓ କମିସନରେଟ୍ ପୁଲିସ୍।। କୋର୍ଟଙ୍କ ଅନୁମତି ପରେ ଉଭୟଙ୍କୁ ଜେରା ପାଇଁ ଆଣିଥିଲେ।
Crime
ନାବାଳିକାଙ୍କୁ ଦୁଷ୍କର୍ମ ଉଦ୍ୟମ, ପ୍ରତିବାଦ କରିବାରୁ ଛୁରା ମାଡ଼
ନାବାଳିକାଜଣକ ପ୍ରତିବାଦ କରିବାରୁ ଯୁବକ ପାଲଟିଗଲେ ପିଶାଚ। ରକ୍ତମୁଖା ପାଲଟି ଏକ ଛୁରୀରେ ନାବାଳିକାଙ୍କୁ ଏକାଧିକ ଥର କଲେ ଛୁରା ମାଡ଼ ।
Crime
ନକଲି ସୁନା ଦେଇ ଲୁଟିବାକୁ ବସିଥିଲେ, ମାଡ଼ି ବସିଲା ପୁଲିସ୍
ଦେଖିବାକୁ ପୁରା ସୁନା ପରି ଚିକଚିକ୍ କରୁଥିଲା। ତିଳେ ବି ସନ୍ଦେହ ହେବାର ନ ଥିଲା। ଏପରି ନକଲି ସୁନା ଦେଇ ଅସଲି ଟଙ୍କା ଲୁଟିବାକୁ ବସିଥିଲା ଧୂର୍ତ୍ତ । ମାତ୍ର ତା’ ପୂର୍ବରୁ ମାଡ଼ି ବସିଲା ପୁଲିସ୍।
Crime
ଅବକାରୀ କର୍ମଚାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିଲେ ଗାଁ ଲୋକେ, ଦୁଇ ଗୁରୁତର
କନର୍ଲା ଗାଁରେ ବିପୁଳ ବେଆଇନ ମଦ କାରବାର ହେଉଥିବା ନେଇ ଅବକାରୀ ବିଭାଗ ପାଖରେ ଖବର ପହଞ୍ଚିଥିଲା। ଏହାପରେ ଅତର୍କିତ ଭାବେ ସଦର ଅବକାରୀ ଟିମ୍ କନର୍ଲା ଗାଁରେ ଚଢାଉ କରିଥିଲା।
Crime
ଅଳିଆ ପକାଇବାକୁ ନେଇ ତୁମୁଳକାଣ୍ଡ, ୩ ଗୁରୁତର
ଅଳିଆ ପକାଇବାକୁ ନେଇ ଦୁଇ ଗାଁ ଲୋକ ହାତାହାତି ହେବା ସହ ଟେକା ପଥର ମାଡ ହୋଇଥିଲା।