ଆଠଗଡ଼: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ଆଠଗଡ଼ ବ୍ଲକ କୋଅପରେଟିଭ୍ ବ୍ୟାଙ୍କର ଧାଇପୁର ସୋସାଇଟି ସମ୍ପାଦକ ପ୍ରଶାନ୍ତ ସାହୁଙ୍କ ଘରେ ସମେତ ୪ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ କରାଯାଇଛି।
ଖବର ଲେଖାଯିବା ସୁଦ୍ଧା ଚଢ଼ାଉ ଜାରି ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।