ରାଉରକେଲା: ରାଉରକେଲା ସିଭିଲ ଟାଉନସିପ ଅଞ୍ଚଳରେ ଡକାୟତି କରିବାକୁ ଯୋଜନା କରୁଥିବା ବେଳେ ରଘୁନାଥପାଲି ଥାନା ପୋଲିସ ହାତରେ ୪ ଜଣ ଡକାୟତ ଧରାପଡିଛନ୍ତି। ପୋଲିସ ସେମାନଙ୍କ ଠାରୁ ବିଭିନ୍ନ ମାରଣାସ୍ତ୍ର,ମୋବାଇଲ ଫୋନ ଓ ନଗଦ ୬୦ ହଜ଼ାର ଟଙ୍କା ଜବତ କରିଛି । ସମସ୍ତ ଡକାୟତ ଉତ୍ତର ପ୍ରଦେଶର ହୋଇଥିବା ବେଳେ ସମସ୍ତେ ସିଭିଲ ଟାଉନସିପର ଏକ ଲଜରେ ରହୁଥିଲେ। ରାଉରକେଲା ଚେମ୍ବର ଅଫ କମର୍ସ କାର୍ଯ୍ୟାଳୟ ପଛ ପଟ ପଡ଼ିଆରେ ଡକାୟତି ଯୋଜନା କରୁଥିବା ବେଳେ ପୋଲିସ ଏହି ୪ଜଣ ଡକାୟତଙ୍କୁ ଧରିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।
Crime
୮ ବର୍ଷ ତଳେ ଗିରଫ ହୋଇଥିଲେ, ତଥାପି ସୁଧୁରିଲେନି; ପୁଣି ଲାଞ୍ଚ ନେଇ ବନ୍ଧା ହେଲେ
ଲାଞ୍ଚ ନେଇ ଧରାପଡ଼ିବା ପରେ ଏଆରଆଇ ଶ୍ରୀ ବେହେରାଙ୍କ ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।
Crime
ମିଛ ଚିଠି ଦେଖାଇଥିଲେ, ଭାଙ୍ଗିପାରେ ବୈକୁଣ୍ଠଧାମ ଆଶ୍ରମ
ଭୁବନେଶ୍ୱର ଘାଟିକିଆ ମୌଜାର ଖାତା ନଂ 2333ର ପ୍ଲଟ ନଂ 1215 ଉପରେଥିବା ବୈକୁଣ୍ଠ ଧାମ ଆଶ୍ରମର ନିର୍ମାଣ ହୋଇଛି। ଏହା ଉପରେ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାକୁ ଗତ ନଭେମ୍ବର ମାସ 21 ତାରିଖରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଜାରୀ କରିଥିଲେ।
Crime
୩ ପ୍ରେମିକ ଭଲ ପାଉଥିଲେ; ବାହା ହେବା ପାଇଁ ମନା କରିବାରୁ ମାରି ଝୁଲାଇ ଦେଲେ!
ଜେମାଙ୍କଠାରୁ ପ୍ରତ୍ୟାଖିତ ହେବା ପରେ ଏକ ତରଫା ପ୍ରେମିକମାନେ ଚିନ୍ତାରେ ପଡ଼ିଯାଇଥିଲେ। ପ୍ରତିଶୋଧ ପରାୟଣା ହୋପଡ଼ିଥିଲେ। ଜେମାଙ୍କୁ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ। ଆଜି ଅପରାହ୍ନରେ ଜେମାଙ୍କୁ ହତ୍ୟା କରି ଗାଁ ମୁଣ୍ଡ ଗଛରେ ଥିବା ଏକ ଗଛରେ ଝୁଲାଇ ଦେଲେ।
Crime
ଅନ୍ତରଙ୍ଗ ମୁହୂର୍ତ୍ତ ଫଟୋ ଭାଇରାଲ୍ କଲେ ପ୍ରେମିକ; ଝୁଲି ପଡ଼ିଲେ ପ୍ରେମିକା
ପରବର୍ତ୍ତୀ ସମୟରେ ଭାନୁ ବିବାହ ପାଇଁ ରାଜି ହୋଇନଥିଲେ। ଯେଉଁଥିପାଇଁ ଚିନ୍ତାରେ ପଡ଼ି ଯାଇଥିଲେ ଅନୀଲ୍। ଆଉ ନିଜ ପାଖରେ ଥିବା ଭାନୁଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋକୁ ସୋଶାଲ୍ ମିଡିଆରେ ଭାଇରାଲ କରି ଦେଇଥିଲେ।