Advertisment

କେଉଁ କାରଣକୁ ନେଇ କୁନି ଝିଅଟିକୁ ଦୁର୍ବୃତ୍ତମାନେ ଅପହରଣ କରିଥିଲେ ?

ସୋମବାର ଦିନ ଦେବଗଡ଼ରୁ ଅପହୃତ ହୋଇଥିବା ୬ ବର୍ଷର କୁନି ଝିଅ ଆଜି ଭୋର ସୁନ୍ଦରଗଡ଼ରୁ ଉଦ୍ଧାର ହୋଇଛି।

author-image
Manoj Swain

ସୋମବାର ଦିନ ଦେବଗଡ଼ରୁ ଅପହୃତ ହୋଇଥିବା ୬ ବର୍ଷର କୁନି ଝିଅ ଆଜି ଭୋର ସୁନ୍ଦରଗଡ଼ରୁ ଉଦ୍ଧାର ହୋଇଛି। ବଡ଼ ଗାଁ ରାସ୍ତା କଡ଼ରୁ ତାକୁ ଉଦ୍ଧାର କରିଛନ୍ତି ସ୍ଥାନୀୟ ଲୋକେ। ସୂଚନାଯୋଗ୍ୟ, ଗତକାଲି ଝିଅଟି ଟ୍ୟୁସନରୁ ଆଈ ସହ ଘରକୁ ଫେରୁଥିଲା। ଏହି ସମୟରେ କଳା ପଲର୍ସରରେ ଦୁଇ ଜଣ ଦୁର୍ବୃତ୍ତ ଆସି ଆଈକୁ ଧକ୍କା ମାରି ତାକୁ ଉଠାଇ ନେଇଥିଲେ। ପରିବାରେ ଲୋକେ ଏନେଇ ଥାନାରେ ଅଭିଯୋଗ କରିଥିଲେ।

Advertisment
Odisha Kidnap