ଭୟରେ ଥରୁଛି, କାହା କୋଳକୁ ଯାଉନି ପୀହୁ | 6-year-old Pihu abducted in Deogarh | Odisha Reporter
Advertisment
ସୋମବାର ଦିନ ଦେବଗଡ଼ରୁ ଅପହୃତ ହୋଇଥିବା ୬ ବର୍ଷର କୁନି ଝିଅ ଆଜି ଭୋର ସୁନ୍ଦରଗଡ଼ରୁ ଉଦ୍ଧାର ହୋଇଛି। ବଡ଼ ଗାଁ ରାସ୍ତା କଡ଼ରୁ ତାକୁ ଉଦ୍ଧାର କରିଛନ୍ତି ସ୍ଥାନୀୟ ଲୋକେ। ସୂଚନାଯୋଗ୍ୟ, ଗତକାଲି ଝିଅଟି ଟ୍ୟୁସନରୁ ଆଈ ସହ ଘରକୁ ଫେରୁଥିଲା। ଏହି ସମୟରେ କଳା ପଲର୍ସରରେ ଦୁଇ ଜଣ ଦୁର୍ବୃତ୍ତ ଆସି ଆଈକୁ ଧକ୍କା ମାରି ତାକୁ ଉଠାଇ ନେଇଥିଲେ। ପରିବାରେ ଲୋକେ ଏନେଇ ଥାନାରେ ଅଭିଯୋଗ କରିଥିଲେ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us