ରେଳ ଫାଟକରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଯୁବକ ଜଣଙ୍କ ଟ୍ରେନରୁ ଖସିପଡ଼ିଥିବା ଅନୁମାନ କରାଯାଉଛି।

Deadbody PhotoOR

ମୃତଦେହ ନିକଟରେ ଲୋକମାନେ ରୁଣ୍ଡ ହୋଇଛନ୍ତି

Tapaswini Nayak
  • Published: Saturday, 30 March 2024
  • Updated: 30 March 2024, 09:58 AM IST

ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ଅଲ୍ଲିପୁର ରେଳ ଫାଟକ ନିକଟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକଙ୍କ ପରିଚୟ ମିଳିନାହିଁ। ଯୁବକଙ୍କ ମୁଣ୍ଡରେ ଆଘାତ ଲାଗିଛି। ତାଙ୍କ ଦେହରେ ଅନେକ ସ୍ଥାନରେ କ୍ଷତ ଚିହ୍ନ ରହିଛି।

ଆଜି ସକାଳେ ଅଲ୍ଲିପୁର ରେଳ ଫାଟକ ନିକଟରେ ଯୁବକ ଜଣକ ରକ୍ତଜୁଡୁବୁଡୁ ଅବସ୍ଥାରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ପୁଲିସକୁ ଖବର ଦେଇଥିଲେ।

Also Read

ପୁଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଯୁବକ ଜଣଙ୍କ ଟ୍ରେନରୁ ଖସିପଡ଼ିଥିବା ଅନୁମାନ କରାଯାଉଛି। ପୁଲିସ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story