ବେଙ୍ଗାଲୁରୁ: ବେଙ୍ଗାଲୁରୁ ଏଲଙ୍କା ରେଳ ଷ୍ଟେସନରୁ ଓଡ଼ିଆ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଜଣଙ୍କ ହେଲେ ଯାଜପୁର ଜିଲ୍ଲା କୁଆଖିଆ ଥାନା ଅନ୍ତର୍ଗତ ପ୍ରଥମାଖଣ୍ଡ ଗାଁର ତରନ୍ ସେନ୍। ସେ ବେଙ୍ଗାଲୁରୁରେ ଏକ ଘରୋଇ କନଷ୍ଟ୍ରକସନ୍ କମ୍ପାନୀରେ କାମ କରୁଥିଲେ। ଦୋଦାବଲପୁର ରୋଡରେ ତରନ୍ ରହୁଥିଲେ। ତାଙ୍କୁ କେହି ହତ୍ୟା କରିଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି। ଏନେଇ କୂଆଖିଆ ଥାନାରେ ଏତଲା ଦିଆଯାଇଛି।
ଖବର ମିଳିବା ପରେ ତରନଙ୍କ ପରିବାର ଲୋକ ବେଙ୍ଗାଲୁରୁ ଯାଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।
Crime
୮ ବର୍ଷ ତଳେ ଗିରଫ ହୋଇଥିଲେ, ତଥାପି ସୁଧୁରିଲେନି; ପୁଣି ଲାଞ୍ଚ ନେଇ ବନ୍ଧା ହେଲେ
ଲାଞ୍ଚ ନେଇ ଧରାପଡ଼ିବା ପରେ ଏଆରଆଇ ଶ୍ରୀ ବେହେରାଙ୍କ ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।
Crime
ମିଛ ଚିଠି ଦେଖାଇଥିଲେ, ଭାଙ୍ଗିପାରେ ବୈକୁଣ୍ଠଧାମ ଆଶ୍ରମ
ଭୁବନେଶ୍ୱର ଘାଟିକିଆ ମୌଜାର ଖାତା ନଂ 2333ର ପ୍ଲଟ ନଂ 1215 ଉପରେଥିବା ବୈକୁଣ୍ଠ ଧାମ ଆଶ୍ରମର ନିର୍ମାଣ ହୋଇଛି। ଏହା ଉପରେ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାକୁ ଗତ ନଭେମ୍ବର ମାସ 21 ତାରିଖରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଜାରୀ କରିଥିଲେ।
Crime
୩ ପ୍ରେମିକ ଭଲ ପାଉଥିଲେ; ବାହା ହେବା ପାଇଁ ମନା କରିବାରୁ ମାରି ଝୁଲାଇ ଦେଲେ!
ଜେମାଙ୍କଠାରୁ ପ୍ରତ୍ୟାଖିତ ହେବା ପରେ ଏକ ତରଫା ପ୍ରେମିକମାନେ ଚିନ୍ତାରେ ପଡ଼ିଯାଇଥିଲେ। ପ୍ରତିଶୋଧ ପରାୟଣା ହୋପଡ଼ିଥିଲେ। ଜେମାଙ୍କୁ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ। ଆଜି ଅପରାହ୍ନରେ ଜେମାଙ୍କୁ ହତ୍ୟା କରି ଗାଁ ମୁଣ୍ଡ ଗଛରେ ଥିବା ଏକ ଗଛରେ ଝୁଲାଇ ଦେଲେ।