Advertisment

ହତ୍ୟା କରି ଫିଙ୍ଗିଦେଲେ!

ବିଜୟଙ୍କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।

ଅଦ୍ୟତନ ହୋଇଛି
Dead Body

Dead Body

Advertisment

ସମ୍ବଲପୁର ଜିଲ୍ଲା ବୁର୍ଲା ଥାନା ଅନ୍ତର୍ଗତ ବିଷ୍ଣୁ ମନ୍ଦିର ପଡ଼ା ଅଞ୍ଚଳରୁ ଜଣେ ବ୍ୟକ୍ତିଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର କରାଯାଇଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ବିଜୟ ଜାଲ। ତାଙ୍କ ଘର ବୁର୍ଲା ସହରର ବିଷ୍ଣୁ ମନ୍ଦିର ପଡ଼ାରେ।

Advertisment

ଆଜି ସକାଳେ ରାସ୍ତାକଡ଼ରେ ବିଜୟଙ୍କ ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ପୁଲିସକୁ ଖବର ଦେଇଥିଲେ। ପୁଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।

ବିଜୟଙ୍କୁ କେହି ହତ୍ୟା କରି ଫିଙ୍ଗି ଦେଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ବୁର୍ଲା ପୁଲିସ ଘଟଣାର ତଦନ୍ତ କରୁଛି। 

Advertisment
Deadbody Sambalpur
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe