କଟକ: ଗଇଲୋ ଘାଟିରୁ ଯାତ୍ରାପାର୍ଟି ବସ୍ ଖସି ୨୭ଜଣଙ୍କ ମୃତ୍ୟୁ ଘଟଣାରେ ବସ୍ ମାଲିକଙ୍କ ବିରୋଧରେ କଟକ ଲାଲବାଗ ଥାନାରେ ଏତଲା ଦାୟର କରାଯାଇଛି। କଟକ ଆରଟିଓ ପକ୍ଷରୁ ଏହି ଏତଲା ଦିଆଯାଇଛି। ବସ୍ଟିର ଫିଟ୍ନେସ୍ ଓ ପରମିଟ୍ ସାଙ୍ଗକୁ ଅନ୍ୟ କାଗଜପତ୍ର ବୈଦ୍ଧ ନ ଥିବା ସତ୍ତ୍ୱେ ଚଳାଚଳ କାରଣରୁ ଏଭଳି ଦୁର୍ଘଟଣା ଘଟିଥିବା ଦର୍ଶାଇ ବସ୍ ମାଲିକ ତପନ ମହାନ୍ତିଙ୍କ ବିରୋଧରେ ଆପରାଧିକ ମାମଲା ରୁଜୁ କରିବାକୁ ଏତଲାରେ ଅନୁରୋଧ କରାଯାଇଛି।
ଅନ୍ୟପକ୍ଷରେ ବସ୍ ମାଲିକ ତପନ ୨୦୧୩ ମାର୍ଚ୍ଚ ୨୩ରୁ ଏହାକୁ ବରଗଡ଼ ଅଞ୍ଚଳର ଅଲତାଫ୍ ହୁସେନ ନାମକ ଜଣେ ବ୍ୟକ୍ତିଙ୍କୁ ବିକ୍ରି କରି ଦେଇଥିବା ଜଣାପଡିଛି। ତେବେ ଗାଡ଼ିଟି ଆଇନଗତ ଭାବେ ହସ୍ତାନ୍ତର କରାଯାଇଛି କି ନାହିଁ ତାହା ସ୍ପଷ୍ଟ ହୋଇନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।