ଢେଙ୍କାନାଳ: ପେଟ୍ରୋଲ ପମ୍ପ କର୍ମଚାରୀଙ୍କ ଠାରୁ ୮ ଲକ୍ଷ ଟଙ୍କା ଲୁଟ୍

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ନୀଳମାଧବ ପେଟ୍ରୋଲ ପମ୍ପ କର୍ମଚାରୀଙ୍କ ଠାରୁ ଆଜି ଦୁର୍ବୃତ୍ତମାନେ ୮ ଲକ୍ଷ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ପେଟ୍ରୋଲ ପମ୍ପ କର୍ମଚାରୀ ପ୍ରତାପ ପୃଷ୍ଟି ବ୍ୟାଙ୍କରେ ଟଙ୍କା ରଖିବାକୁ ଯାଉଥିବା ବେଳେ ବଳରାମ ପ୍ରସାଦରେ ଦୁଇ ଜଣ ଦୁର୍ବୃତ୍ତ ତାଙ୍କୁ ଗୁଳି କରିଥିଲେ। ଏହାପରେ ସେମାନେ ପ୍ରତାପଙ୍କ ଠାରୁ ୮ ଲକ୍ଷ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ତାଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

dhankanal

Rakesh Mallick
  • Published: Monday, 04 July 2016
  • , Updated: 04 July 2016, 08:37 PM IST

Related story