ଢେଙ୍କାନାଳ: ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା  ୫୫ ନମ୍ୱର ଜାତୀୟ ରାଜପଥର ବଳଦିଆବନ୍ଧ ନିକଟରୁ ଆଜି ସକାଳେ କ୍ଷତ ବିକ୍ଷତ ଅବସ୍ଥାରେ ପଡ଼ିଥିବା ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଯୁବକଙ୍କ ପରିଚୟ ମିଳି ପାରି ନାହିଁ। ସଦର ଥାନା ପୋଲିସ୍‌ ସାଇଣ୍ଟିଫିକ୍‌ ଟିମ୍‌ ଓ ସନ୍ଧାନୀ କୁକୁର ସହ ଘଟଣାସ୍ଥଳକୁ ଯାଇ ଶବ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ପାରିପାର୍ଶ୍ୱକ ପରିସ୍ଥିତିରୁ ଏହା ହତ୍ୟାକାଣ୍ଡ ବୋଲି ପୋଲିସ୍‌ ଅନୁମାନ କରିଛି।

hotya

Rakesh Mallick
  • Published: Sunday, 18 September 2016
  • , Updated: 18 September 2016, 12:27 PM IST

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା  ୫୫ ନମ୍ୱର ଜାତୀୟ ରାଜପଥର ବଳଦିଆବନ୍ଧ ନିକଟରୁ ଆଜି ସକାଳେ କ୍ଷତ ବିକ୍ଷତ ଅବସ୍ଥାରେ ପଡ଼ିଥିବା ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଯୁବକଙ୍କ ପରିଚୟ ମିଳି ପାରି ନାହିଁ।

ସଦର ଥାନା ପୋଲିସ୍‌ ସାଇଣ୍ଟିଫିକ୍‌ ଟିମ୍‌ ଓ ସନ୍ଧାନୀ କୁକୁର ସହ ଘଟଣାସ୍ଥଳକୁ ଯାଇ ଶବ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ପାରିପାର୍ଶ୍ୱକ ପରିସ୍ଥିତିରୁ ଏହା ହତ୍ୟାକାଣ୍ଡ ବୋଲି ପୋଲିସ୍‌ ଅନୁମାନ କରିଛି।

Related story