Advertisment

ଡିଜିଟାଲ ଆରେଷ୍ଟ ଫାଶରେ ଓଡ଼ିଶା !

ସାଇବର ଲୁଟେରାଙ୍କ ଠକେଇର ନୂଆ ତରିକା ଡିଜିଟାଲ ଆରେଷ୍ଟ। ଅନଲାଇନରେ ବଡ଼ ବଡ଼ ଅଫିସରଙ୍କୁ ବୋକା ବନାଇ ଲୁଟୁଛନ୍ତି କୋଟି କୋଟି ଟଙ୍କା।

author-image
Manoj Swain

ସାଇବର ଲୁଟେରାଙ୍କ ଠକେଇର ନୂଆ ତରିକା ଡିଜିଟାଲ ଆରେଷ୍ଟ। ଅନଲାଇନରେ ବଡ଼ ବଡ଼ ଅଫିସରଙ୍କୁ ବୋକା ବନାଇ ଲୁଟୁଛନ୍ତି କୋଟି କୋଟି ଟଙ୍କା।ଗଲା କିଛି ମାସ ଭିତରେ ଓଡ଼ିଶାରେ ବି କାୟା ବିସ୍ତାର କଲାଣି ଡିଜିଟାଲ ଆରେଷ୍ଟ ତରିକାର ବଡ଼ ନେଟୱାର୍କ। ଡିସେମ୍ବର ୨୦୨୩, ରାଜ୍ୟର ଜଣେ ଅବସରପ୍ରାପ୍ତ ବରିଷ୍ଠ ଆଇଏସ ଅଧିକାରୀଙ୍କଠାରୁ ଲୁଟ୍ ହୋଇଥିଲା ଅଢେଇ କୋଟିରୁ ଅଧିକ ଟଙ୍କା। ପରେ ମେ ୨୦୨୪। ରାଜ୍ୟ ସରକାରଙ୍କ ଜଣେ ବରିଷ୍ଠ ଅଧିକାରୀଙ୍କଠାରୁ ସାଇବର ଲୁଟେରା ଠକି ନେଇଥିଲେ ୩୦ ଲକ୍ଷ ଟଙ୍କା। ଦେଖନ୍ତୁ ପୂରା ରିପୋର୍ଟ । 

Advertisment
Cyber Fraud Odisha Cyber Crime