ସରକାର ବଦଳିଛି ସତ, କିନ୍ତୁ ଏବେ ବି ପୋଲିସର ପାଣ୍ଡିଆନ ସିଣ୍ଡ୍ରୋମ ଚାଲିଛି । ଭରତପୁର ଥାନାକୁ ଜଣେ ମହିଳା ଅଭିଯୋଗ କରିବାକୁ ଯାଇଥିଲେ।କିନ୍ତୁ ପୋଲିସ କିଭଳି ଓ କେଉଁ ସାହାସରେ ତାଙ୍କୁ ନିର୍ଯାତନା ଦେଲା । କୁହାଯାଉଛି, ସିସିଟିଭି ନାହିଁ। କେନ୍ଦ୍ର ସରକାର ୧୦୦ କୋଟି ଦେଇଥିଲେ। ତା’ହେଲେ ଆଦର୍ଶ ଥାନାରେ କାହିଁକି ସିସିଟିଭି ଲଗେଇ ନଥିଲେ ବୋଲି ପ୍ରଶ୍ନ କରିଛନ୍ତି ସୂଚନା ଅଧିକାରୀ କର୍ମୀ ପ୍ରଦୀପ ପ୍ରଧାନ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଓଡ଼ିଶା-ଛତିଶଗଡ଼ ସୀମାରେ ନକ୍ସଲ କ୍ୟାମ୍ପ୍ ଠାବ; ବିପୁଳ ନକ୍ସଲ ସାମଗ୍ରୀ ଜବତ
ନକ୍ସଲ କ୍ୟାମ୍ପରୁ ବନ୍ଧୁକ ସମେତ ଅନ୍ୟ ନକ୍ସଲ ସାମଗ୍ରୀ ଜବତ ହୋଇଛି।
Crime
ଆୟଠାରୁ ୨୮୦% ଅଧିକ ସମ୍ପତ୍ତି ଠୁଳ କରି ବନ୍ଧା ହେଲେ ଖାଦ୍ୟ ଯୋଗାଣ ଅଧିକାରୀ
ସିଏସ୍ଓ ସୁରେଶ କୁମାର ପାଣିଗ୍ରାହୀଙ୍କ ସମସ୍ତ ସମ୍ପତ୍ତି ଠାବ କରି ତା’ର ହିସାବ କଲାପରେ ତାଙ୍କ ଆୟ ଓ ବ୍ୟୟର ହିସାବ କରାଯାଇଥିଲା ଏବଂ ସେ ତାଙ୍କ ଆୟଠାରୁ ୨୮୦% ସଂପତ୍ତି ଠୁଳ କରିଥିବା ଜଣାପଡ଼ିଛି।
Crime
କୋଟିପତି ଯୋଗାଣ ଅଧିକାରୀ ଗିରଫ
ବ୍ୟାଙ୍କରେ ସୁରେଶ କୁମାର ପାଣିଗ୍ରାହୀଙ୍କର କେବଳ ୧.୭୨ କୋଟି ଟଙ୍କାର ଜମା ରହିଛି।
Crime
ନାବାଳକ ଛାତ୍ର ସହ ସେକ୍ସ କରିଥିଲେ ଶିକ୍ଷୟିତ୍ରୀ, ମିଳିଲା ୩୦ ବର୍ଷ ଜେଲ୍
ଅଷ୍ଟମ ଶ୍ରେଣୀ ଛାତ୍ରକୁ ମଦ, ଗଞ୍ଜେଇ ଭଳି ନିଶାଦ୍ରବ୍ୟ ଦେଇ ତା' ସହ ବାରମ୍ବାର ଶାରିରୀକ ସମ୍ପର୍କ ରଖିଥିଲେ ଶିକ୍ଷୟିତ୍ରୀ। ଅଭିଯୋଗ ପରେ କରିଥିଲେ ଆତ୍ମସମର୍ପଣ।
Crime
ଡିଜିଟାଲ ଆରେଷ୍ଟର ଧମକ; ବିଲ୍ଡରଙ୍କ ଠାରୁ କୋଟିଏ ଟଙ୍କା ଲୁଟ୍
ଅହମ୍ମଦାବାଦର ଜଣେ ବିଲ୍ଡରଙ୍କ ଠାରୁ କୋଟିଏ ଟଙ୍କା ଲୁଟି ନେଇଛନ୍ତି ସାଇବର ଲୁଟେରା।