କେନ୍ଦୁଝର: ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ପୂର୍ବତନ ବରିଷ୍ଠ ଶଲ୍ୟ ଡାକ୍ତର ଜୟକୃଷ୍ଣ ତ୍ରିପା଼ଠୀଙ୍କୁ ଭିଜିଲାନ୍ସ ଗିରଫ କରିଛି। ଜୟକୃଷ୍ଣଙ୍କ ମୋଟ ସମ୍ପତ୍ତିର ଆକଳନ ୧,୩୬୯୬୦୦୦ ଟଙ୍କା ବୋଲି ଜଣାପଡ଼ିଛି। ଏହି ମାମଲାରେ ସ୍ୱାମୀ ଓ ସ୍ତ୍ରୀ ଉଭୟଙ୍କ ନାମରେ କେସ୍ ଥିବା ବେଳେ ସ୍ତ୍ରୀ ଆଗୁଆ ହାଇକୋର୍ଟରୁ ଜାମିନ ପାଇଥିଲେ। ଗତକାଲି ଭିଜିଲାନ୍ସ ଡାକ୍ତର ତ୍ରିପାଠୀଙ୍କୁ ଭିଜିଲାନ୍ସ ଗିରଫ କରିଥିଲା।
ସୂଚନାଯୋଗ୍ୟ, ଗିରଫ ଡାକ୍ତର ଜୟକୃଷ୍ଣଙ୍କର କେନ୍ଦୁଝର ଓ କଟକ ସିଡିଏରେ ଦୁଇଟି ତିନି ମହଲା କୋଠାଘର ରହିଛି। ଏହା ପୂର୍ବରୁ ଗତ ୨୦୧୪ ଡିସେମ୍ବର ୧୭ ତାରିଖରେ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ସେ ଗିରଫ ହୋଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।