ଆରମ୍ଭ ହେଲାଣି ପାର୍ବଣ ଋତୁ, ଜମିଲାଣି ଭିଡ଼। ଦଶହରା ବେଳେ କଡ଼ା ସୁରକ୍ଷାରେ ରହିବ ରାଜଧାନୀ। ଶାନ୍ତିଶୃଙ୍ଖଳାର ସହ ସୁରକ୍ଷା ଦାୟିତ୍ୱରେ ରହିବେ ୩୧ ପ୍ଲାଟୁନ ଫୋର୍ସ । ଚଳିତ ବର୍ଷ ରାଜଧାନୀର ୧୮୮ ଟି ସ୍ଥାନରେ ହେବ ଦୁର୍ଗାପୂଜା । ସବୁ ଗଳିକନ୍ଦି ସିସିଟିଭି ଅଣ୍ଡରରେ ତଥାପି ଦିନକୁଦିନ ବଢୁଛି ଅପରାଧ। କିନ୍ତୁ ଏତେ ସଚେତନତା ପରେ ବି ରାଜଧାନୀ ଭୁବନେଶ୍ଵରରେ ଅପରାଧ କମିବାର ନା ନେଉନି ବରଂ ଦିନକୁ ଦିନ ବଢି ଚାଲିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
Crime
ହଂସିତା-ଅନୀଲ୍ଙ୍କ ଠକାମିର ପୋଲ୍ ଖୋଲିଲେ ତାଙ୍କ ପୂର୍ବତନ କର୍ମଚାରୀ!
ହଂସିତା-ଅନୀଲଙ୍କ ଅଫିସ୍ରେ କାମ କରୁଥିବା ପୂର୍ବତନ କର୍ମଚାରୀ Mr X ପୁଲିସ୍କୁ ଦେଇଥିବା ବୟାନରେ ଲେଖିଛନ୍ତି, ଦୁଇ ବର୍ଷ ତଳେ କଟକରେ ଅନୀଲ ମହାନ୍ତିଙ୍କ ଜନ୍ମଦିନ ପାର୍ଟିରେ ହଂସିତା ଅଭିଲିପ୍ସାଙ୍କ ସହିତ ମୋର ଦେଖା ହୋଇଥିଲା।
Crime
ନିଜ ନିଜ ଘରେ ଝୁଲି ପଡ଼ିଲେ ପ୍ରେମୀ ଯୁଗଳ!
ବାଙ୍କୀ ଥାନା ଅନ୍ତର୍ଗତ ଅନୁଆରୀ ପଞ୍ଚାୟତ କୁରୁମଚଇନି ଗାଁର ରଞ୍ଜନ ସେଠ ବାଇଗଣୀ ଗ୍ରାମ କଲ୍ୟାଣୀ ମାଝୀଙ୍କୁ ପ୍ରେମ କରୁଥିଲେ। କଲ୍ୟାଣୀ ମଧ୍ୟ ରଞ୍ଜନଙ୍କୁ ଭଲ ପାଉଥିଲେ। ଉଭୟ ବାହା ହେବା ପାଇଁ କେତେ ସପନ ଦେଖୁଥିଲେ।
Crime
କାଲି ଘରୁ ବାହାରିଥିଲା ପୁଅ, ଆଜି ମିଳିଲା ମୃତଦେହ
କାଲି ରାତିରେ ଘରୁ ବାହାରିଥିଲେ ଯୁବକ। ହେଲେ ଆଉ ଘରକୁ ଫେରିଲେ ନାହିଁ। ଆଜି ସକାଳୁ ଗାଁ ନିକଟରୁ ମିଳିଲା ତାଙ୍କ ରକ୍ତାକ୍ତ ମୃତଦେହ ।