ବ୍ଲକ ଶିକ୍ଷା ଅଧିକାରୀଙ୍କ ଘରେ ପଶିଲା ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲ୍ଲାର ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ ସୀତାରାମ ପାତ୍ରଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।
ସୀତାରାମଙ୍କ ଗଞ୍ଜାମ ଜିଲ୍ଲାର ଛତ୍ରପୁର ସରକାରୀ କାର୍ଯ୍ୟାଳୟ, ବ୍ରହ୍ମପୁର ସହରର ରାମକୃଷ୍ଣନଗର ସମେତ ୩ଟି ସ୍ଥାନ ଓ ପୋଲସରାର ୨ଟି ସ୍ଥାନରେ ଏକାକାଳୀନ ଚଢାଉ କରାଯାଇଛି। ଚଢ଼ାଉ ବେଳେ ସୁନା, ରୁପା ଗିନା,ଚାମଚ, ଦାମୀ ଘଣ୍ଟା ଜବତ କରାଯାଇଛି। ଏଥିସହ ୩ଟି ବହୁ ତଳ କୋଠା, ଗୋଟିଏ ଦାମୀ କାର, ୬ ଲକ୍ଷ ୫୦ ହଜାର କ୍ୟାସ ଜବତ କରାଯାଇଛି।
Also Read
ସୀତାରାମ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ବ୍ଲକ ଶିକ୍ଷା ଅଧିକାରୀଙ୍କ ଘରେ ଚଢ଼ାଉ କରିଥିଲା।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବିଲରେ ଧାନ ଗଜା ଦେଖି ସହି ପାରୁନି ଚାଷୀ; ଜଣେ ଝୁଲି ପଡ଼ିଲେ, ଜଣେ ଟଳିପଡ଼ିଲେ
ଦୁଇ ଦିନ ହେଲା ବର୍ଷା ଯୋଗୁ ବିଲରେ ପାଚିଲା ଧାନ ଗଜା ହେଲାଣି। ଓଦା ଧାନକୁ ଦେଖି ଚାଷୀର ଆଖି ବି ଓଦା ହୋଇ ଯାଉଛି।
Crime
ବିବାହିତ ହୋଇ ବି ପାଲଟିଥିଲେ ପ୍ରେମ ପକ୍ଷୀ; ଦେଖାଦେଲା ଝଡ଼, ମିଳିଲା ଝୁଲନ୍ତା ମୃତଦେହ
ଘର ସଂସାର ଥାଇ ବି ଅନ୍ୟ ପ୍ରେମରେ ହେଉଥିଲେ ମତୁଆଲା। ମାତ୍ର ଦୁନିଆ ଏହି କଳଙ୍କିତ ପ୍ରେମକୁ ଗ୍ରହଣ କରି ନ ଥିଲା। ଫଳରେ ଉଭୟ ଫେରାର ହୋଇ ଯାଇଥିଲେ। ଆଉ ଫେରାର ହେବାର ପ୍ରାୟ ସପ୍ତାହେ ପରେ ମିଳିଛି ଉଭୟଙ୍କ ଝୁଲନ୍ତା ମୃତଦେହ।
Crime
ଭିଜିଲାନ୍ସ ପଞ୍ଝାରେ ARI; ୮ଟି ସ୍ଥାନରେ ଚାଲିଛି ଚଢାଉ
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୋରିଗୁମ୍ମା ତହସିଲ ARI ସୁରେନ୍ଦ୍ର କୁମାର ତନ୍ତିଙ୍କ ଘରେ ହୋଇଛି ଭିଜିଲାନ୍ସ ରେଡ୍ ।
Crime
ପୁଲିସ ସ୍ତ୍ରୀକୁ ମାରି ସ୍ୱାମୀର ଆତ୍ମହତ୍ୟା ଉଦ୍ୟମ
ମୃତ ମହିଳା କନଷ୍ଟେବଲ କଟକ ସାଇବର ଥାନାରେ କାର୍ଯ୍ୟ କରୁଥିଲେ।
Crime
ଡିଡିଟାଲ ଆରେଷ୍ଟର ମିଛ ଫାଶରେ ପଡ଼ିଗଲେ ପୂର୍ବତନ ସେନା ଅଧିକାରୀ, ଭୟରେ ଦେଇଦେଲେ ୧ କୋଟି
ଡିଜିଟାଲ ଆରେଷ୍ଟ ନେଇ ଲୋକଙ୍କୁ ସଚେତନ କରାଯାଉଥିବା ସତ୍ତ୍ୱେ ଅନେକ ସମୟରେ ସେମାନେ ଭୟଭୀତ ହୋଇ ନିଜ ଟଙ୍କା ହରାଉଛନ୍ତି।