ଚାକିରି ଅସଲି, କିନ୍ତୁ ଶିକ୍ଷୟତ୍ରୀ ନକଲି। ଫେକ୍ ସିଟି ସାର୍ଟିଫିକେଟ୍ ଦେଇ ଚାକିରି କରୁଛନ୍ତି ଦିଦି ! ଶିକ୍ଷୟତ୍ରୀଙ୍କ ଗୁମର ଖୋଲିଲା RTI ତଥ୍ୟ। ପ୍ରଶାସନକୁ ଆଖି ଠାର ମାରି 12 ବର୍ଷ ଧରି କରୁଛନ୍ତି ଶିକ୍ଷକତା ! ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଗଚ୍ଛିତ ଥିଲା ଦେଢ଼ ହଜାର କ୍ୱିଣ୍ଟାଲ୍ ଧାନ, ସିଲ୍ କଲା ଯୋଗାଣ ବିଭାଗ
କପ୍ତିପଦା ଥାନା ଗୌଡ଼ଗାଁ ଗାଁରେ ଥିବା ଏକ ଗୋଦାମରେ ବିପୁଳ ପରିମାଣରେ ଧାନ ଗଚ୍ଛିତ ରହିଥିଲା। ଉପଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ତହସିଲଦାରଙ୍କ ଉପସ୍ଥିତିରେ ଯୋଗାଣ ବିଭାଗ ଓ ପୁଲିସ ମିଳିତ ଭାବେ ସେହି ଗୋଦାମରେ ଚଢ଼ଉ କରିଥିଲା।
Crime
ଜବରଦସ୍ତ ଲୁକ୍ସ... ହାଇପ୍ରୋଫାଇଲ୍ ଗେଟଅପ୍...
ରାଜଧାନୀର ଛାତି ଉପରେ ଖେଳୁଥିଲେ ଚୁନା ଲଗାଇବାର ଖେଳ। ହଜାରେ କି ଲକ୍ଷେ ନୁହେଁ, କୋଟି କୋଟି ଟଙ୍କା ଚୁନା ଲଗାଉଥିଲେ ଅତି ଚତୁରତାର ସହ। ନିଜକୁ ପତି-ପତ୍ନୀର ପରିଚୟ ଦେବା ସହ ଚଳାଇଥିଲେ ରାକେଟ୍।
Crime
କମାଲ କଲା AI: ଶିମିଳିପାଳରେ ୧୩ ଶିକାରୀଙ୍କୁ ଧରିଲା!
ଗତ କିଛିଦିନ ହେଲା ଶିମିଳିପାଳ ଅଭୟାରଣ୍ୟରେ ୧୦୦ଟି ସ୍ଥାନରେ ଏଆଇ କ୍ୟାମେରା ଲଗା ଯାଇଛି। ସେହି କ୍ୟାମେରା ଶିକାରୀଙ୍କ ଫଟୋ କଏଦ କରୁଛି।
Crime
ପି.କେ ମିଶ୍ରଙ୍କ ଝିଅ-ଜ୍ୱାଇଁ କହି ଠକୁଥିଲେ ହଂସିକା ଓ ଅନୀଲ୍
ଟାର୍ଗେଟ କରୁଥିଲେ ବିଲ୍ଡର, ଖଣି ବ୍ୟବସାୟୀ ଓ ଧନୀ ଶ୍ରେଣୀର ଲୋକଙ୍କୁ। କାହାକୁ ଟେଣ୍ଡର କରାଇ ଦେବାକୁ କହି ଡାକୁଥିଲେ ତ ଆଉ କାହାକୁ କର୍ପୋରେଟ୍ ସେକ୍ଟରରେ ଅଟକି ରହିଥିବା କରାଇଦେବା ବାହାନାରେ ନିଜ ଅଫିସ୍କୁ ଡାକୁଥିଲେ ଅନୀଲ ଓ ଅଭିଲିପ୍ସା।
Crime
ହଷ୍ଟେଲରୁ ମିଳିଲା ଫୁଡ ବ୍ଲଗର୍ଙ୍କ ଝୁଲନ୍ତା ମୃତଦେହ, ପରିବାର ଆଣିଲା ହତ୍ୟା ଅଭିଯୋଗ
ସୋନାଲୀ ପ୍ରାୟ ୩ ବର୍ଷ ହେବ ଇନଫୋସିଟି ଥାନା ପଟିଆ ଆଦର୍ଶ ବିହାର ଲେନ୍-୨ସ୍ଥିତ ଏକ ହଷ୍ଟେଲରେ ରହୁଥିଲେ। ଗତକାଲି ପରିବାର ଲୋକେ ତାଙ୍କୁ ବାରମ୍ବାର ଫୋନ୍ କରିଥିଲେ ବି ସେ ଫୋନ୍ ଉଠାଇ ନ ଥିଲେ।