ଶିକ୍ଷାଗତ ଯୋଗ୍ୟତା ଯୁକ୍ତ ଦୁଇ ପାସ୍। ହେଲେ ନିଜକୁ ଦିଲ୍ଲୀ ଓ ଭୁବନେଶ୍ୱର ଏମ୍ସର ଅଭିଜ୍ଞ ଡାକ୍ତର କହି ରୋଗୀଙ୍କୁ କରୁଥିଲେ ଚିକିତ୍ସା। ବିଭିନ୍ନ ସ୍ଥାନରେ କ୍ଲନିକ କରି ରୋଗୀଙ୍କୁ ଦେଖି ରୋଜଗାର କରୁଥିଲେ ମୋଟା ଅଙ୍କର ଟଙ୍କା। ଗିରଫ ନକଲି ଡାକ୍ତରଙ୍କ ନାଁ ଶୁଭ୍ରଜିତ ପଣ୍ଡା। ତାଙ୍କ ଘର ଢେଙ୍କାନାଳ ଜିଲ୍ଲା ସଣ୍ଡା ଗାଁରେ। ଅଭିଯୋଗ ଅନୁସାରେ, ନକଲି ଡାକ୍ତର ଶୁଭ୍ରଜିତ ନିଜକୁ ଜଣେ ଅଭିଜ୍ଞ ଡାକ୍ତର ଭାବେ ବୋର୍ଡ ମାରି ରୋଗୀଙ୍କୁ ଚିକିତ୍ସା କରୁଥିଲେ। ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଉସ୍ତ।ରେ ତାଙ୍କର ଏକ ଘରୋଇ କ୍ଲନିକ ଥିବାବେଳେ କଟକ ରାଣୀହାଟରେ ମଧ୍ୟ ତାଙ୍କର ଏକ ଘରୋଇ କ୍ଲନିକ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଯୌନ ନିର୍ଯାତନା ଅଭିଯୋଗରେ କଣ୍ଠଶିଳ୍ପୀ ସଞ୍ଜୟ ଚକ୍ରବର୍ତ୍ତୀ ଗିରଫ
କୋଲକାତାରେ ନିଜ ସଙ୍ଗୀତ ଶିକ୍ଷାକେନ୍ଦ୍ରର ନାବାଳିକା ଛାତ୍ରୀଙ୍କୁ ଯୌନ ନିର୍ଯାତନା ଅଭିଯୋଗ। ଗିରଫ ଭୟରେ ମୁମ୍ବାଇରେ ଲୁଚିଥିଲେ କଣ୍ଠଶିଳ୍ପୀ ସଞ୍ଜୟ ଚକ୍ରବର୍ତ୍ତୀ। ସାଙ୍ଗ ଘରୁ ବାନ୍ଧିଲା କୋଲକାତା ପୁଲିସ।
Crime
ରାଜଧାନୀରେ ଉତ୍ପାତ କରୁଛନ୍ତି ଚେନ୍ ଲୁଟେରା
ଦୁର୍ବୃତ୍ତ ସିନା ସୁନା ଚେନ୍ ନେଇ ପାରିଲେନାହିଁ, କିନ୍ତୁ ବିଷ୍ଣୁ ପାତ୍ର ବାଇକ୍ରୁ ପଡ଼ି ଯାଇଥିଲେ। ତାଙ୍କ ମୁଣ୍ଡ ମାଟିରେ ମାଡ଼ ହୋଇଯାଇଥିଲା। ସେ ରକ୍ତାକ୍ତ ହୋଇ ଯାଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ମେଡ଼ିକାଲ୍ରେ ଭର୍ତ୍ତି କରାଯାଇଥିଲା।
Crime
ସପ୍ତମ ପାସ୍ରେ ଆୟୁର୍ବେଦିକ ଡାକ୍ତର, କରୁଥିଲେ ପାଇଲ୍ସ ଅପରେସନ
କେହି ଜଣେ ବି ଉତ୍ପଲଙ୍କ ନାଁରେ ଅଭିଯୋଗ କରିବା ପରେ ଆଜି ପୁଲିସ ପକ୍ଷରୁ ତାଙ୍କ କ୍ଲିନିକ୍ ଉପରେ ଚଢ଼ାଉ କରାଯାଇଥିଲା।
Crime
ଭିଜିଲାନ୍ସ ଜାଲରେ ଭାଗବତ, କାମ କରିଦେବାକୁ ଲାଞ୍ଚ ମାଗି ଫସିଗଲେ
ଅଭିଯୋଗ ପାଇବା ପରେ ଯୋଜନାବଦ୍ଧ ଭାବେ ଭାଗବତଙ୍କୁ ଧରିଲା ଭିଜିଲାନ୍ସ।
Crime
ମଦ ପିଇବା ପାଇଁ ଟଙ୍କା ନଦେବାରୁ ସ୍ତ୍ରୀଙ୍କୁ ହାଣିଦେଲା ସ୍ୱାମୀ
କୌଶଲ୍ୟା ଟଙ୍କା ଦେବାକୁ ମନା କରିଥିଲେ। ଯେଉଁଥିପାଇଁ ସ୍ୱାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲେ। ଧୀରେ ଧୀରେ ଏହି ପାଟିତୁଣ୍ଡ ଉଗ୍ର ରୂପଧାରଣ କରିଥିଲା। ରାଗରେ ଉତ୍କ୍ଷିପ୍ତ ହୋଇ ହାତରେ ଧରିଥିବା କୁରାଢୀରେ କୌଶଲ୍ୟାଙ୍କୁ ଆକ୍ରମଣ କରିଥିଲେ ପଦନ।