Advertisment

ସାବଧାନ ! ରାଜଧାନୀରେ ବୁଲୁଛନ୍ତି ମିଛ କନିଆଁ

ଠକାମୀରେ ଶିକାର ହୋଇଥିବା ଯୁବକ ଏନେଇ ଭରତପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି।

author-image
Manoj Swain

ବିବାହ ପାଇଁ ଝିଅ ଦେଖାଇ ତଳି ତଳାନ୍ତ କରିଦେଲେ। ଏପରି ଏକ ଠକ ଗ୍ୟାଙ୍ଗ ରାଜଧାନୀ ଭୁବନେଶ୍ୱରରେ ବୁଲୁଛନ୍ତି। ଠକାମୀରେ ଶିକାର ହୋଇଥିବା ଯୁବକ ଏନେଇ ଭରତପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଦେଖନ୍ତୁ ପୂରା ରିପୋର୍ଟ।

Advertisment
Odisha Bhubaneswar