ଦୁଇ ଜଣଙ୍କୁ ବିବାହ କରିବା ପରେ ନିଜକୁ ପୁଲିସ୍ ଇନ୍ସପେକ୍ଟର କହି ଫେସ୍ବୁକ୍ରେ ଯୁବତୀଙ୍କୁ ପ୍ରେମ ନିବେଦନ କରିଥିଲେ। ଆଉ ପରବର୍ତ୍ତୀ ସମୟରେ ବିବାହ କରିଥିଲେ। ହେଲେ ତୃତୀୟ ବିବାହ ପରେ ଖୋଲିଯାଇଥିଲା ରଙ୍ଗୀଲାଙ୍କ ରାଜ୍। ଏହି ରଙ୍ଗୀଲା ନକଲି ପୁଲିସ୍ ଇନ୍ସପେକ୍ଟରଙ୍କୁ ବାନ୍ଧିଛି ଭୁବନେଶ୍ୱର କମିଶନରେଟ୍ ପୁଲିସ୍। ପୁଲିସ୍ ହାତରେ ଧରା ପଡ଼ିଥିବା ରଙ୍ଗୀଲା ହେଉଛନ୍ତି ଭଦ୍ରକର ସୁବାସ ଚନ୍ଦ୍ର କହଁର। ତାଙ୍କର ବୟସ ୫୫ ବର୍ଷ। ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଗର୍ଭବତୀଙ୍କ ଠାରୁ ଲାଞ୍ଚ ନେବା ପଡ଼ିଲା ମହଙ୍ଗା; ବନ୍ଧାହେଲେ ଡାକ୍ତର
ରେଡ୍ ବେଳେ ଆଶୋକଙ୍କ ଘରୁ ଲକ୍ଷାଧିକ ଟଙ୍କା ଜବତ ହୋଇଥିବା ସୂଚନା ରହିଛି।
Crime
ମହାଧୂର୍ତ୍ତ ଡେପୁଟି ଜେନେରାଲ୍ ମ୍ୟାନେଜର୍; ପଡ଼ୋଶୀ ଛାତରୁ ମିଳିଲା ବିଡ଼ା ବିଡ଼ା ନୋଟ୍
ସୁବାଷ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Crime
ଉପ ଜିଲ୍ଲାପାଳଙ୍କ ଘରେ ପଶିଲା ଭିଜିଲାନ୍ସ; ୧୦ଟି ସ୍ଥାନରେ ଚଢ଼ାଉ
ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି।
Crime
ଆମ୍ବୁଲାନ୍ସକୁ ରାସ୍ତା ନଛାଡ଼ିବାରୁ ଅଢ଼େଇ ଲକ୍ଷ ଫାଇନ, ଲାଇସେନ୍ସ ରଦ୍ଦ
ଥ୍ରିସୁର ମେଡିକାଲ କଲେଜକୁ ରୋଗୀ ନେଇ ଯାଉଥିବା ଏକ ଆମ୍ବୁଲାନ୍ସକୁ ରାସ୍ତା ଛାଡ଼ିନଥିଲେ କାର ଚାଳକ। ସୋଶାଲ ମିଡିଆରେ ଭାଇରାଲ ହେଉଛି ଭିଡିଓ।
Crime
ହଣାହଣି ହେଲେ ସରପଞ୍ଚଙ୍କ ସ୍ୱାମୀ ଓ ସମିତି ସଭ୍ୟ; ଉଭୟ ମେଡ଼ିକାଲ୍ରେ
ଇଟାମାଟି ଥାନା ଶରଧାପୁର ପଞ୍ଚାୟତର ବିଜେଡି ସମର୍ଥିତ ସରପଞ୍ଚଙ୍କ ସ୍ୱାମୀ ହେଉଛନ୍ତି ସନ୍ତୋଷ କୁମାର ମୁଦୁଲି। ସେହି ପଞ୍ଚାୟତର ସମିତି ସଭ୍ୟ ସୁଜିତ କୁମାର ପ୍ରଧାନ ହେଉଛନ୍ତି ବିଜେପି ସମର୍ଥିତ। ଉଭୟଙ୍କ ଘର ପାଖାପାଖି।