ସମ୍ପତ୍ତି ପାଇଁ ସମ୍ପର୍କରେ ଭଟ୍ଟା; ମା’ ଭଉଣୀକୁ ହତ୍ୟା କଲା ଅଭିଯୁକ୍ତ

 ଗତକାଲି ବୃଦ୍ଧା ସ୍ନେହଲତା ଦୀକ୍ଷିତ ଓ ଝିଅ ସୈରେନ୍ଦ୍ରି ଦୀକ୍ଷିତ ଘରେ ଥିବାବେଳେ ନିଆଁ ଲାଗି ଜୀବନ୍ତ ଦଗ୍ଧ ହୋଇଯାଇଥିଲେ।

Death person PhotoOR

ମୃତ ମା’ ଓ ଝିଅ

Tapaswini Nayak
  • Published: Thursday, 07 November 2024
  • Updated: 07 November 2024, 09:14 AM IST

Sports

Latest News

ସମ୍ବଲପୁର ସଦର ଥାନା ଅନ୍ତର୍ଗତ ମାନେଶ୍ଵର ହାଟପଦାରେ ବୃଦ୍ଧା ସ୍ନେହଲତା ଦୀକ୍ଷିତ ଓ ତାଙ୍କ ଝିଅ ସୈରେନ୍ଦ୍ରି ଜୀବନ୍ତ ଦଗ୍ଧ ଘଟଣାର ପର୍ଦ୍ଦାଫାଶ କରିଛି ପୁଲିସ। ସମ୍ପତ୍ତି ପାଇଁ ବୃଦ୍ଧା ଓ ତାଙ୍କ ଝିଅଙ୍କୁ  ହତ୍ୟା କରାଯାଇଥିବା ଜଣାପଡ଼ିଛି। ପୁଲିସ ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତ ବୃଦ୍ଧାଙ୍କ ପୁଅ ଜଗନ୍ନାଥ ଦିକ୍ଷିତ ଓ ତାଙ୍କ ପୁଅକୁ ଗିରଫ କରିଛି। ଆଜି  ଅଭିଯୁକ୍ତମାନଙ୍କର  କ୍ରାଇନ୍ ସିନ୍ ରିକ୍ରିଏସନ୍ କରିବ ପୁଲିସ।

ସେହ୍ନଲତା ଦୀକ୍ଷିତ ଓ ତାଙ୍କ ଝିଅ ଘରେ ଥିବାବେଳେ ଜଗନ୍ନାଥ ଓ ତାଙ୍କ ପୁଅ ଉଭୟଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା କରିଥିଲେ। ପରେ ଏହି ହତ୍ୟାକୁ ଦୁର୍ଘଟଣା ରୂପ ଦେବାକୁ ଘରେ ଗ୍ୟାସ ସିଲିଣ୍ଡର ଖୋଲି ନିଆଁ ଲଗାଇଦେଇଥିଲେ ବୋଲି ପୁଲିସ ସୂତ୍ରରୁ ଜଣାପଡ଼ିଛି। 

Also Read

ସୂଚନାଯୋଗ୍ୟ, ଗତକାଲି ବୃଦ୍ଧା ସ୍ନେହଲତା ଓ ଝିଅ ସୈରେନ୍ଦ୍ରି ଦୀକ୍ଷିତ ଜୀବନ୍ତ ଦଗ୍ଧ ହୋଇଯାଇଥିଲେ। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ମଧ୍ୟ ମା’ଝିଅ ଜୀବନ୍ତ ଦଗ୍ଧ ହୋଇ ଯାଇଥିଲେ। ପୁଲିସ ଓ ସାଇଣ୍ଟିଫିକ ଟିମ୍‌ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ସମ୍ପତ୍ତି ପାଇଁ ମା’ ଓ ଭଉଣୀକୁ ଭାଇ ଜଗନ୍ନାଥ ହତ୍ୟା କରିଥିବା ସ୍ନେହଲତାଙ୍କ ସାନ ଝିଅ ଅଭିଯୋଗ ଆଣିଥିଲେ। ପୁଲିସ ଏହି ଘଟଣାରେ ବୃଦ୍ଧାଙ୍କ ପୁଅ ସହ ପରିବାରର ୪ ଜଣଙ୍କୁ ପୁଲିସ ଅଟକ ରଖି ପଚରାଉଚରା କରିଥିଲା। ପରେ ବୃଦ୍ଧାଙ୍କ ପୁଅ ଓ ନାତିକୁ ଗିରଫ କରିଥିଲା ପୁଲିସ।

ମୃତା ବୃଦ୍ଧା ସ୍ନେହଲତାଙ୍କର ୪ ଝିଅ  ଓ ଗୋଟିଏ ପୁଅ ଥିଲେ। ପୂର୍ବରୁ ୨ ଝିଅଙ୍କର ମୃତ୍ୟୁ ଘଟିଥିବା ବେଳେ ଗତକାଲି ନିଆଁରେ ପୋଡ଼ି ହୋଇ ଆଉ ଏକ ଝିଅର ମୃତ୍ୟୁ ଘଟିଛି। ସ୍ନେହଲତା ଓ ତାଙ୍କ ଝିଅ ସୈରେନ୍ଦ୍ରିଙ୍କ ସହ ମହଲରେ ରହୁଥିବା ବେଳେ ତାଙ୍କ ପୁଅ  ପରିବାର ସହ ତଳ ମହଲାରେ ରହୁଥିଲେ।  

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story