Advertisment

ରାଜନୈତିକ ହିଂସାକାଣ୍ଡ; କର୍ମୀଙ୍କୁ ଗୁଳିମାଡ଼

ଆଜି ସକାଳେ ଗଣେଶ ରାସ୍ତାକଡ଼ରେ ଠିଆ ହୋଇଥିଲେ।

Gun Fire

Gun Fire

Advertisment

ଖଲ୍ଲିକୋଟ ପରେ ପୋଲସରାରେ ରାଜନୈତିକ ହିଂସା। ଗଞ୍ଜାମ ଜିଲ୍ଲା ପୋଲସରାର ତୋଟାସାହିରେ ଯୁବକଙ୍କୁ ଗୁଳିମାଡ଼ ହୋଇଛି। ଯୁବକଙ୍କ ବେକରେ ଗୁଳି ବାଜିଛି। ତାଙ୍କ ନାଁ ଗଣେଶ ଖଟେଇ। ତାଙ୍କୁ ବ୍ରହ୍ମପୁରକୁ ସ୍ଥାନାନ୍ତର କରାଯାଇଛି।

Advertisment

ଆଜି ସକାଳେ ଗଣେଶ ରାସ୍ତାକଡ଼ରେ ଠିଆ ହୋଇଥିଲେ। ଏହି ସମୟରେ ତାଙ୍କୁ ପଛରୁ ଜଣେ ଦୁର୍ବୃତ୍ତ ଗୁଳି ମାଡ଼ କରି ଚମ୍ପଟ ମାରିଥିଲା। ସ୍ଥାନୀୟ ଲୋକେ ଗଣେଶଙ୍କୁ ଉଦ୍ଧାର କରି ପୋଲସରା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। 

ପରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି। ଗଣେଶ ଏକ ନିର୍ଦ୍ଦିଷ୍ଟ ରାଜନୈତିକ ଦଳର କର୍ମୀ ହୋଇଥିବା ସୂଚନା ମିଳିଛି। ପୁଲିସ ସିସିଟିଭିକୁ ଆଧାର କରି ଘଟଣାର ତଦନ୍ତ କରୁଛି। 

Advertisment
Firing Ganjam
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe