Advertisment

ପାଣ୍ଡିଆନଙ୍କ ଶଳା ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଠକେଇ

କେନ୍ଦ୍ରାପଡ଼ାରୁ ମାଲକାନଗିରି ପର୍ଯ୍ୟନ୍ତ ଲମ୍ବିଛି ଏହି ଠକେଇର ଚେର। ଆଉ ଏଭଳି ଠକେଇ ଅଭିଯୋଗରେ କେନ୍ଦ୍ରାପଡ଼ାର ରମେଶ ରାଉତଙ୍କୁ ଭୁବନେଶ୍ୱରରୁ ଗିରଫ କରିଛି ପୁଲିସ।

Advertisment

ଭିକେ ପାଣ୍ଡିଆନଙ୍କ ଶଳା ପରିଚୟ ଦେଇ ଚାକିରି କରାଇ ଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ। କେନ୍ଦ୍ରାପଡ଼ାରୁ ମାଲକାନଗିରି ପର୍ଯ୍ୟନ୍ତ ଲମ୍ବିଛି ଏହି ଠକେଇର ଚେର। ଆଉ ଏଭଳି ଠକେଇ ଅଭିଯୋଗରେ କେନ୍ଦ୍ରାପଡ଼ାର ରମେଶ ରାଉତଙ୍କୁ ଭୁବନେଶ୍ୱରରୁ ଗିରଫ କରିଛି ପୁଲିସ। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Vk Pandian BjD
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe